Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଚେତନତା ପାଇଁ ଗଣମାଧ୍ୟମର ପ୍ରମୂଖ ଭୂମିକା

by ସଞ୍ଜୟ ସ୍ୱାଇଁ
December 1, 2019
in Breaking, Health, Nayagarh, WORLD
ସଚେତନତା ପାଇଁ ଗଣମାଧ୍ୟମର ପ୍ରମୂଖ ଭୂମିକା
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଡିସେମ୍ବର ୧ ତାରିଖ ବିଶ୍ୱ ଏଡସ୍ ଦିବସ ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇ ଶୋଭଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟର ରେଡକ୍ରସ, ଏନସିସି ଓ ନାଭାଲର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏହି ଶୋଭାଯାତ୍ରାରେ ଯୋଗଦେଇଥିଲେ । ଗୋଷ୍ଠୀ ହିଁ ପରିବର୍ତ୍ତନର ନିର୍ମାତାର ବାର୍ତ୍ତା ଦିଆଯାଇଥିଲା । ଏହି ପ୍ରରିପ୍ରେକ୍ଷିରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଏକ ସଭାର ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଯୋଗଦେଇ ସଚେତନତା ପାଇଁ ଗଣମାଧ୍ୟମର ପ୍ରମୂଖ ରହିଛି ବୋଲି ମତାମତ ଦେବା ସହ ଯେତେ ଅଧିକ ସଚେତନତା କରାଯାଇ ପାରିବ ଏଡସ୍କୁ ସେତେ ଦୂରେଇ ଦିଆଯାଇପାରିବ ବୋଲି ମତ ଦେଇଛନ୍ତି । ସେଥିପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ ବୋଲି କହିଛନ୍ତି । ଏହି ସଭାରେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚ୍.ଡି, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତା ମହାପାତ୍ର, ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ପ୍ରମୂଖ ଯୋଗ ଦେଇ ବିଭିନ୍ନ ମତାମତ ରଖିଥିଲେ । ଉକ୍ତ ସଭାରେ ବହୁ ବୁଦ୍ଧିଜିବୀ ସମାଜସେବୀ ବରିଷ୍ଠ ନାଗରିକ ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇ ନିଜର ମତାମତ ରଖିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!