Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିଦାଶପୁରରେ ସଚେତନତା ସଭା

by Anil Panda
July 27, 2020
in Feature News, Nayagarh
କ୍ରିଦାଶପୁରରେ ସଚେତନତା ସଭା
390
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦରବ୍ଲକ ଅନ୍ତର୍ଗତ କ୍ରିଦାଶପୁର ପଂଚାୟତର ୯ଟି ଗ୍ରାମରେ ଆଜି କରୋନା ଏବଂ ଅନ୍ୟାନ ପ୍ରସଙ୍ଗକୁ ନେଇ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଗାଁ କଲ୍ୟାଣ ସମିତିର ନବ ଗଠିତ କମିଟି ଏହା ସଭାରେ ଯୋଗ ଦେଇଥିବା ବେଳେ ପଂଚାୟତ ସରପଂଚ ଅନ୍ତର୍ଯ୍ୟାମୀ ଦାଶ, ନିର୍ବାହୀ ଅଧିକାରୀ ମନୋଜ ପ୍ରଧାନ ଯୋଗ ଦେଇ ଲୋକଙ୍କୁ କରୋନା ଉପରେ ସଚେତନ କରିଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ସମସ୍ତ ଅଙ୍ଗନୱାର୍ଡ଼ୀ ଓ ଆଶା କର୍ମୀ ଯୋଗ ଦେଇଥିବା ବେଳେ କ୍ରିଦାଶପୁର ଅଙ୍ଗନୱାର୍ଡ଼ୀ କର୍ମୀ ଜ୍ୟୋତ୍ସାମୟୀ ପଣ୍ଡା ଲୋକଙ୍କୁ କରୋନାଠାରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଏବଂ ମାସ୍କ ବ୍ୟବହାର ଉପରେ ସଚେତନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!