Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

by ସଞ୍ଜୟ ସ୍ୱାଇଁ
May 13, 2025
in State
ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ
30
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମଙ୍ଗଳବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!