Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଚିବାଳୟ ପ୍ରଶିକ୍ଷଣ ଅନୁଷ୍ଠାନରେ ନବନିଯୁକ୍ତ ଅମଲାଙ୍କୁ ଦିଆଯିବ ପ୍ରଶିକ୍ଷଣ

by ସଞ୍ଜୟ ସ୍ୱାଇଁ
May 17, 2025
in State
ସଚିବାଳୟ ପ୍ରଶିକ୍ଷଣ ଅନୁଷ୍ଠାନରେ ନବନିଯୁକ୍ତ ଅମଲାଙ୍କୁ ଦିଆଯିବ ପ୍ରଶିକ୍ଷଣ
42
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟର ପ୍ରଶାସନିକ କ୍ଷେତ୍ରରେ ଗୁରୁ ଦାୟିତ୍ୱ ତୁଲାଉଥିବା ଅମଲା ଵା ଆସିଷ୍ଟାଣ୍ଟ ସେକ୍ସନ ଅଫିସର( ASO), ସେକ୍ସନ ଅଫିସର(S0)ଙ୍କୁ ପ୍ରଶିକ୍ଷଣ ଦେବା ପାଇଁ ନୂଆ ପ୍ରଶିକ୍ଷଣ ଅନୁଷ୍ଠାନ ଖୋଲିବ। ନବନିଯୁକ୍ତ ଏଏସଓ ଏଠାରୁ ପ୍ରଶିକ୍ଷଣ ନେବା ପରେ ହିଁ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇବେ। ଦୈନନ୍ଦିନ ପ୍ରଶାସନିକ କାମ କିଭଳି ତୁଲାଇବେ ଏଠାରେ ସେ ସମ୍ପର୍କରେ ତିନି ମାସ ପାଠ ପଢିବେ। ଉତ୍ତରଦାୟିତ୍ୱର ସହ କିଭଳି ସରକାରୀ ଫାଇଲ କାମ କରିବେ ଓ ନୋଟିଙ୍ଗ ଲେଖିବେ ତାହା ମଧ୍ୟ ଏଠାରେ ଶିଖିବେ। ପୂର୍ବରୁ ତୋଷାଳି ଭବନରେ ଏକ ପ୍ରଶିକ୍ଷଣ ଅନୁଷ୍ଠାନ କାର୍ଯ୍ୟ କରୁଥିଲା। ତେବେ ପୂର୍ତ୍ତ ବିଭାଗ ପକ୍ଷରୁ ୟୁନିଟ- ୨ ମାର୍କେଟ ବିଲଡିଂ ପଛ ପାଖରେ ଓଡିଶା ସଚିବାଳୟ ପ୍ରଶିକ୍ଷଣ ଅନୁଷ୍ଠାନର ନୂଆ କୋଠା ତିଆରି କରାଯାଇଛି। ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଏହି ନୂଆ କୋଠାକୁ ଉଦଘାଟନ କରିବେ ବୋଲି ସୂଚନା ମିଳିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!