Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ପୁଅଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
September 9, 2024
in Breaking, Nayagarh
ମା ପୁଅଙ୍କୁ ମରଣାନ୍ତକ ଆକ୍ରମଣ
969
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦରଥାନା ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ଗ୍ରାମରେ ମା ଓ ପୁଅଙ୍କୁ କିଛି ବ୍ୟକ୍ତି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏନେଇ ସଦରଥାନାରେ ଅଭିଯୋଗ ହୋଇଛି। ଉକ୍ତ ଗ୍ରାମର ଶାନ୍ତିଲତା ବିଧାର ଓ ତାଙ୍କ ପୁଅ ନବକିଶୋର ବିଧାର ଘର ଦୁଆରେ ଠିଆ ହୋଇଥିବା ବେଳେ ଉକ୍ତ ଗ୍ରାମର ମନୋଜ କୁମାର ଜେନା, ଶ୍ରୀଧର ଜେନା, ଜଳଧର ଜେନା, ଚନ୍ଦନ ଜେନା, ପହଲି ଜେନା ପ୍ରମୁଖ ସଂଘବଧ ଭାବେ ଗାଳି ଗୁଲଜ କରିବା ସହ କାଠ ଓ ଲୁହା ରଡ଼ରେ ଆକ୍ରମଣ କରିଥିଲେ। ମା ଓ ପୁଅଙ୍କ ଅବସ୍ଥା ଗୁରୁତର ରହିଥିବାରୁ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏନେଇ ଶାନ୍ତିଲତା ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ଛାନଭିନ କରୁଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତା ଓ ରାଜନୈତିକ ଆକ୍ରୋଶ ରଖି ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀ ବିଜେପି ସମର୍ଥିତ ବୋଲି ଜଣାପଡିଛି।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!