Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହଯୋଗ ତାଲିମ ଶିବିର

by ସଞ୍ଜୟ ସ୍ୱାଇଁ
December 21, 2019
in Planning and Development
ସହଯୋଗ ତାଲିମ ଶିବିର
40
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ଥା) : ଗଣିଆ ବ୍ଲକରେ ଥିବା ୬ଟି କ୍ଲଷ୍ଟରରେ ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସଭ୍ୟା ମାନଙ୍କୁ ନେଇ ସହଯୋଗ ତାଲିମ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଗଣିଆ, ଆଡକଟା, ଗୋଛାବାରୀ, ଛାମୁଣ୍ଡିଆ, ରାସଙ୍ଗ, କିଶୋରପ୍ରସାଦର ୬ଟି କ୍ଲଷ୍ଟରରେ ୧୨ ଜଣ ପରିଚାଳନା କମିଟି ସଦସ୍ୟ, ଜଣେ ଆଶା, ଜଣେ ଅଙ୍ଗନୱାଡି କର୍ମୀ ଓ ଜଣେ ୱାର୍ଡ ମେମ୍ବରଙ୍କୁ ନେଇ ଏହି ଶିବିର ଉଦଯାପିତ ହୋଇ ଯାଇଛି । ଏହି ଶିବିରରେ ୪ ଜଣ ପ୍ରଶିକ୍ଷକ ଉପସ୍ଥିତ ସଦସ୍ୟଙ୍କୁ ଶିବିର ସମ୍ପର୍କରେ ଆଲୋକପାତ କରିଥିଲେ । ସମସ୍ତ କ୍ଲଷ୍ଟରର ସିଆସିସି ମାନେ ଶିବିର ପରିଚାଳନା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ବ୍ଲକ ଶିକ୍ଷା ଅଧିକାରୀ ପ୍ରଶନ୍ନ କୁମାର ଦାଶ,ଅତିରିକ୍ତ ଶିକ୍ଷା ଅଧିକାରୀ ରବିନ୍ଦ୍ର ବେହେରା, ପ୍ରଶାନ୍ତ କୁମାର ସାହୁ, ରାଜକିଶୋର ମହାରଣା ପ୍ରମୁଖ ପ୍ରତ୍ୟେକ ଶିବିର ପରିଦର୍ଶନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!