Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସାଲୁଗା ପ୍ରଧାନ

by ସଞ୍ଜୟ ସ୍ୱାଇଁ
November 20, 2023
in Politics, State
ସାଲୁଗା ପ୍ରଧାନ ହେବେ ଉପ ବାଚସ୍ପତି
158
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନାମାଙ୍କନ ଭରିଲେ ସାଲୁଗା ପ୍ରଧାନ । ଉପବାଚସ୍ପତି ପ୍ରାର୍ଥୀ ଭାବେ ଭରିଲେ ନାମାଙ୍କନ । ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେବେ ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ । କହିବାକୁ ଗଲେ ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ । ୨୦୦୦ରୁ ୨୦୦୪ ଏବଂ ୨୦୧୯ରୁ ବର୍ତ୍ତମାନ ବିଧାୟକ ଅଛନ୍ତି ସାଲୁଗା । ସାଲୁଗା ପ୍ରଧାନ ଓଡିଶା ବିଧାନସଭାର ପରବର୍ତ୍ତୀ ଉପ ବାଚସ୍ପତି ହେବେ । ଜି. ଉଦୟଗିରିର ଏହି ବିଧାୟକ ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି । ତେବେ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏବେ ଖାଲି ପଡିଛି ଉପବାଚସ୍ପତି ପଦ । ତେଣୁ ଆସନ୍ତା ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଆୟୋଜିତ ହେବ । ସାଲୁଗା ପ୍ରଧାନ ହେଉଛନ୍ତି ଓଡିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ । ବିଜୁ ଜନତା ଦଳ ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି । ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!