Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମଗ୍ର ବିଶ୍ବରୁ କରୋନାମୁକ୍ତି ନିମନ୍ତେ ଶିକ୍ଷକଶିକ୍ଷିକାଙ୍କ ଦୀପଦାନ

by Sanjay Swain
May 3, 2021
in Nayagarh, Society
ସମଗ୍ର ବିଶ୍ବରୁ କରୋନାମୁକ୍ତି ନିମନ୍ତେ ଶିକ୍ଷକଶିକ୍ଷିକାଙ୍କ ଦୀପଦାନ
514
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା):କରୋନା କବଳରୁ ବିଶ୍ଵବାସୀ ରକ୍ଷା ପାଇବା ପାଇଁ ଏବଂ ଓଡ଼ଗାଁ ବ୍ଳକ୍ ର କିଛି ଶିକ୍ଷକ କରୋନା କବଳରେ ପଡ଼ିଥିବା ବେଳେ ସେମାନଙ୍କ ଆଶୁ ଆରୋଗ୍ୟ ଲାଭ ନିମିତ୍ତ ଆଜି ଓଡ଼ଗାଁ ବ୍ଳକ୍ ର ବିଭିନ୍ନ ସଂଘର କର୍ମକର୍ତ୍ତା ତଥା ନୟାଗଡ଼ ଜିଲ୍ଲାର ପ୍ରାଥମିକ ଶିକ୍ଷକ ସଂଘ ର ସମ୍ପାଦକ ଶ୍ରୀ ଭକ୍ତ ରଞ୍ଜନ ମିଶ୍ର, ସମନ୍ୱୟ ସଂଘ ର ଆବାହକ ମନୋଜ କୁମାର ନାୟକ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ ର ସଭାପତି ନରେଶ ପାଣିଗ୍ରାହୀ,ବ୍ଳକ୍ ପ୍ରାଥମିକ ଶିକ୍ଷକ ସଂଘ ର ସମ୍ପାଦକ ସଚ୍ଚିଦାନନ୍ଦ ଦାସ, ସହ ସମ୍ପାଦକ ରଞ୍ଜନ କୁମାର ଦାଶ ଶିକ୍ଷକ ମୋହନ ସାହୁ,ରବୀନ୍ଦ୍ର କୁମାର ଘଡେଇ, ନାରାୟଣ ଡାକୁଆ,ସୁରେନ୍ଦ୍ର ନାଥ ଷଡଙ୍ଗୀ, ଗୋପାଳ ମାଝୀ, ରାଜ ସିଁ ବେହେରା,ବସନ୍ତ କୁମାର ବିଷୋୟୀ, ମହାଦେବ ମାଝି, ପବିତ୍ର ମୋହନ ସାହୁ,କିଶୋର କୁମାର ଦୋରା, ଚିତ୍ତରଞ୍ଜନ ମିଶ୍ର,ଜୟକୃଷ୍ଣ ପ୍ରଧାନ, ଲଳିତ ମୋହନ ମିଶ୍ର,ଦୀନବନ୍ଧୁ ସାହୁ ପ୍ରମୁଖ ଶିକ୍ଷକ ମାନେ ଓଡ଼ଗାଁ ଶ୍ରୀ ଶ୍ରୀ ରଘୁନାଥ ଏବଂ ଶରଣକୁଳ ଲଡ଼ୁବାବା ଙ୍କ ନିକଟରେ ଦୀପଦାନ କରିଥିଲେ। ପୂର୍ବ ସୂଚନା ଅନୁସାରେ ବ୍ଳକ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଆଜି ସକାଳ ଠିକ୍ ୮ଘଟିକା ସମୟରେ ନିଜ ନିଜ ଘରେ ଠାକୁରଙ୍କ ନିକଟରେ ସମାଜର ମଙ୍ଗଳ ନିମନ୍ତେ ଦୀପ ପ୍ରଜ୍ବଳନ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!