Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମାଜ ସଂସ୍କାର ସମସ୍ତ ସାମ୍ବାଦିକ ମାନଙ୍କର ଦାୟିତ୍ଵ

by ସଞ୍ଜୟ ସ୍ୱାଇଁ
December 29, 2024
in Nayagarh, State
ସମାଜ ସଂସ୍କାର ସମସ୍ତ ସାମ୍ବାଦିକ ମାନଙ୍କର ଦାୟିତ୍ଵ
173
VIEWS
Share on FacebookShare on Twitter

ସମ୍ବାଦ ପରମ୍ପରା ଓ ନୟାଗଡ ଲାଇଟ୍ ର ଜନ୍ମୋତ୍ସବ

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ ରୁ ପ୍ରକାଶିତ ସାପ୍ତାହିକ ସମ୍ବାଦ ପତ୍ର ‘ ସମ୍ବାଦ ପରମ୍ପରା ‘ ଓ ଇଂରାଜୀ ପାକ୍ଷିକ ‘ ନୟାଗଡ ଲାଇଟ୍ ‘ ର ଯଥାକ୍ରମେ ୨୪ ତମ ଏବଂ ୯ମ ଜନ୍ମୋତ୍ସବ ସ୍ଥାନୀୟ କେ.ସି. କ୍ଲବ୍ ଠାରେ ପାଳିତ ହୋଇ ଯାଇଛି ।ଏହି ଉତ୍ସବ ରେ ନୟାଗଡ ଜିଲ୍ଲା ପରିଷଦ ର ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଏବଂ ନୟାଗଡ ପୌରପରିଷଦ ର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ଜନାବ୍ ଓମାର ମଲିକ୍,ଓ ଅଶୋକ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥି ମାନେ କହିଥିଲେ ଯେ – ସମାଜ ସଂସ୍କାର ସମସ୍ତ ସାମ୍ବାଦିକ ମାନଙ୍କର ଗୁରୁ ଦାୟିତ୍ବ ହେବା ଆବଶ୍ୟକ ।

ସାମ୍ବାଦିକ ମାନଙ୍କ ବିନା ଶାନ୍ତି ଓ ପ୍ରଗତି ଅସମ୍ଭବ। ଇତ୍ୟ ଅବସରରେ ଏକ ଶୀତ କବିତା ପାଠୋତ୍ସବ ର ଆୟୋଜନ କରାଯାଇଥିଲା ଏବଂ ଏଥିରେ ରାଜ୍ୟସ୍ତରୀୟ କବି ବୃନ୍ଦ ସେମାନଙ୍କର ସ୍ବରଚିତ କବିତା ପାଠ କରିଥିଲେ । ଏହି ଉତ୍ସବ ରେ କବିତା ଗୁଡ଼ିକୁ କ୍ଷଣପ୍ରଭା କର ଓ ନୀଳମାଧବ ମିଶ୍ର ସଂଯୋଜନା କରିଥିଲେ। ଦର୍ଶନ ର ସାମ୍ବାଦିକ ରଞ୍ଜନ କୁମାର ପରିଡ଼ା ଙ୍କୁ ସମ୍ବାଦ ପରମ୍ପରା -୨୦୨୪ ଏବଂ ଏମ୍. ଆଉରେଙ୍ଗ ଜେବ ଙ୍କୁ ନୟାଗଡ ଲାଇଟ୍ -୨୦୨୪ ସମ୍ମାନ ପ୍ରଦାନ କରାଯାଇଥିଲା। ଏଥି ସହିତ ଅନ୍ୟାନ୍ୟ ୧୩ ଜଣଙ୍କୁ ସେମାନଙ୍କ ର ମହାନ ବ୍ୟକ୍ତିତ୍ଵ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉତ୍ସବ ରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ସଭାପତିତ୍ବ କରିଥିବା ବେଳେ ସମ୍ପାଦକ ଡ଼. ନିର୍ମଳ ଚନ୍ଦ୍ର ଶୂରଦେଓ ଏହାକୁ ପରିଚାଳନା କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!