Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା

by ସଞ୍ଜୟ ସ୍ୱାଇଁ
May 13, 2025
in State
ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା
49
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଆଲୋକରେ ଝଲସିବ ସହର। ସୁଉଚ୍ଚ ଓ ଆଖି ଖୋସିହେଲା ଭଳି ତିଆରି ହେବ ତୋରଣ। ଏଥର ଆକର୍ଷଣୀୟ ହେବ ବିଶ୍ବ ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା। ସୋମବାର ମୁଖ୍ୟମନ୍ତ୍ରୀ ଅନୁଦାନ ରାଶି ଘୋଷଣା କରିବା ପରେ ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମୀକ୍ଷା ବୈଠକ କରିଛନ୍ତି। ସମ୍ବଲପୁର ସର୍କିଟ୍ ହାଉସରେ ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ, ଷଷ୍ଠୀ ସମୟରେ ତାପମାତ୍ରା ଅଧିକ ରହିବ। ତେଣୁ ଲୋକ କିଭଳି ସୁରୁଖୁରୁରେ ଦର୍ଶନ କରିବେ ତାର ସମସ୍ତ ବ୍ୟବସ୍ଥା କରାଯିବ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିବେ। ଖାଦ୍ୟ, ପାନୀୟ ଓ ଛାଇ ସୁବିଧା ଯୋଗାଇ ଦିଆଯିବ। ଏଥର ମାତା ପାର୍ବତୀଙ୍କ ପିତା ହେବାର ସୌଭାଗ୍ୟ ମିଳିଛି। ଝିଅ ପାର୍ବତୀଙ୍କୁ ଦେବ ଦେବ ମହାଦେବଙ୍କ ସହ ବାହା ଦେବାକୁ ପରମ ସୌଭାଗ୍ୟ ମନେ କରୁଛି। ବୈଠକରେ ଆରଡିସି, ଆଇଜି, ଜିଲ୍ଲାପାଳ, ଏସପି, ମହାନଗର ନିଗମ କମିଶନର ସମେତ ବହୁ ଅଧିକାରୀ ଏଥିରେ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!