Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁର ବ୍ଲକ ଯୁବ ବିଜେଡି ସଭାପତିଙ୍କୁ ସମ୍ବର୍ଦ୍ଧନା

by Sanjay Swain
October 10, 2020
in Feature News
ଭାପୁର ବ୍ଲକ ଯୁବ ବିଜେଡି ସଭାପତିଙ୍କୁ ସମ୍ବର୍ଦ୍ଧନା
383
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଯୁବ ବିଜେଡି ସଭାପତି ସୁଶାନ୍ତ କୁମାର ସାହୁଙ୍କୁ ଆଜି ବିଭିନ୍ନ ପଂଚାୟତ ତରଫରୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଦିଆ ଯାଇଛି । ନୟାଗଡ଼ ଯୁବ ବିଜେଡି ସଭାପତି ରମେଶ ସାହୁଙ୍କ ଦ୍ୱାରା ଭାପୁର ବ୍ଲକ ଦାୟିତ୍ୱ ସୁଶାନ୍ତ କୁମାର ସାହୁଙ୍କୁ ପ୍ରଦାନ କରାଯାଇଥିବା ବେଳେ ଏହାକୁ ନେଇ ଭାପୁର ଅଂଚଳରେ ବିଜୁ ଜନତା ଦଳର ଯୁବ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଅନ୍ୟପକ୍ଷେ, ଅଂଚଳର ସଂଗଠନକୁ ମଜବୁତ କରିବା ସହ ସାଧାରଣ ଲୋକେ କିଭଳି ସରକାରଙ୍କ ବିଭିନ୍ନ ଯୋଜନା ଦ୍ୱାରା ଉପକାର ପାଇ ପାରିବେ ସେ ନେଇ ଆଗକୁ କାର୍ଯ୍ୟ କରିବେ ବୋଲି ସୁଶାନ୍ତ କହିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!