Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିର୍ମାଣ ହେବ ୭୭୯୩୧ ଅତିରିକ୍ତ ଶ୍ରେଣୀ ଗୃହ : ସମୀର ରଞ୍ଜନ ଦାସ

by ସଞ୍ଜୟ ସ୍ୱାଇଁ
March 15, 2023
in Education, State
77
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ୧୧୯୩୮ ଅସୁରକ୍ଷିତ ଶ୍ରେଣୀ ଗୃହ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଗାଁରେ ପଞ୍ଚାୟତିରାଜ ବିଭାଗକୁ ସ୍କୁଲ ଗୁଡିକର ମରାମତି ପାଇଁ କୁହାଯାଇଛି । ସମୁଦାୟ ୭୭୯୩୧ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କରାଯିବ । ୨୦୨୨-୨୩ରେ ଅତିରିକ୍ତ ୩୬୮୩ ଶ୍ରେଣୀ ଗୃହ ନିର୍ମାଣ କରାଯିବ । ଏଥିରୁ ୧୦୦୩ର ମରାମତି ଚାଲିଛି । ୪୧୯୫ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ମରାମତି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗୃହରେ ଉତ୍ତର ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!