Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ସ୍କୁଲରେ ପଢ଼ିବେ ଗରିବ ଶ୍ରେଣୀର ପିଲା

by ସଞ୍ଜୟ ସ୍ୱାଇଁ
February 20, 2021
in Feature News
ଘରୋଇ ସ୍କୁଲରେ ପଢ଼ିବେ ଗରିବ ଶ୍ରେଣୀର ପିଲା
311
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଘରୋଇ ସ୍କୁଲରେ ଗରିବ ଶ୍ରେଣୀର ଛାତ୍ରଛାତ୍ରୀ ପଢ଼ିବାର ସୁଯୋଗ ପାଇବେ । ସେଥିପାଇଁ ଘରୋଇ ସ୍କୁଲରେ ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି । ଏଣିକି ଘରୋଇ ସ୍କୁଲରେ ଗରିବ ଛାତ୍ରଛାତ୍ରୀଙ୍କ ପାଇଁ ୨୫% ସ୍ଥାନ ସଂରକ୍ଷିତ ରଖାଯାଇଥିବା ବେଳେ ଆର୍ଥିକ ସ୍ତରରେ ଦୁର୍ବଳ ଥିବା ପିଲାମାନେ ଘରୋଇ ସ୍କୁଲରେ ନାମ ଲେଖାଇ ପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ନାମ ଲେଖାଇବା ପାଇଁ ଅନଲାଇନ୍ ବ୍ୟବସ୍ଥା କରାଯାଇଛି । ଯେଉଁଥିରେ କି ଛାତ୍ରଛାତ୍ରୀମାନେ ଅନଲାଇନରେ ଆଡମିଶନ ପାଇଁ ଇଣ୍ଡସ୍ ଆକ୍ସନ(ଇଡବ୍ଲ୍ୟୁଏସ) ସଂସ୍ଥା ଏଥିପାଇଁ ରାଜ୍ୟ ସରକାରଙ୍କ ସହିତ ଚୁକ୍ତିନାମା ସ୍ୱାକ୍ଷର କରିଥିବା ଜଣାପଡିଛି । ତେଣୁ ଆସନ୍ତା ୨୪ତାରିଖରେ ଏହାର ଶୁଭାରମ୍ଭ ହେବା ସହିତ ଛାତ୍ରଛାତ୍ରୀମାନେ ୨୫ତାରିଖରୁ ଅନଲାଇନରେ ଆବେଦନ କରିପାରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!