Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସନ୍ଦେହଘେରରେ ବୃଦ୍ଧାଙ୍କ ମୃତ୍ୟୁ

by Sanjay Swain
April 19, 2021
in Accident, Health, Nayagarh
ସନ୍ଦେହଘେରରେ ବୃଦ୍ଧାଙ୍କ ମୃତ୍ୟୁ
1.1k
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା) : ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ଝୋଲା ପଞ୍ଚାୟତ ଅନ୍ତର୍ଗତ ଚୌଧୁରୀସାହିର ଜଣେ ବୃଦ୍ଧାଙ୍କର ଆଜି ଅପରାହ୍ନରେ କୂଅରେ ପଡି ମୃତ୍ୟୁ ଘଟିଅଛି।ମୃତକ ବୃଦ୍ଧାଙ୍କ ନାମ ଧୋବଣୀ ସାହୁ(୮୦)ଅଟେ।ସୂଚନା ଅନୁଯାୟୀ ଗତକାଲି ବୃଦ୍ଧାଜଣଙ୍କ ନିଜ ଝିଅଘରୁ ଫେରିଥିଲେ ହେଲେ ଆଜି ହଠାତ ତାଙ୍କର ମୃତ୍ୟୁ ଅଞ୍ଚଳବାସୀଙ୍କ ମନରେ ସନ୍ଦେହ ସୃଷ୍ଟି କରିବା ସହ ପରିବାରଲୋକଙ୍କୁ ସନ୍ଦେହଘେରକୁ ଆଣିଅଛି ।ବିଶେଷ ସୂତ୍ରରୁ ଖବର ପାଇ ଓଡିଶା ଅଗ୍ନିଶମ ବିଭାଗ କର୍ମଚାରୀ ପ୍ରଫୁଲ୍ଲ କୁମାର ପାଇକରାୟ,ସୁନୀଲ କୁମାର ନାୟକ ,ଦୀପକ ସାହୁ ,ସଞ୍ଜୀବ ବିଶୋଇ ,ନିମେଇ ସ୍ୱାଇଁ କୁଅ ମଧ୍ୟରୁ ବୃଦ୍ଧାଙ୍କୁ ଉଦ୍ଧାର କରିଥିଲେ।ବୃଦ୍ଧାଙ୍କ ପୁତ୍ର ଅନୁପସ୍ଥିତ ଥିବାରୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୃତ ଶରୀରକୁ ବ୍ୟବଚ୍ଛେଦ ନିମନ୍ତେ ଅଣାଯାଇଥିବା ସୂଚନା ମିଳିଅଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!