Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶଙ୍କରାଚାର୍ଯ୍ୟଙ୍କ ବୟାନ, ଦୀଘା ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ

by ସଞ୍ଜୟ ସ୍ୱାଇଁ
May 7, 2025
in State
ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭ, ଶ୍ରୀମନ୍ଦିର କ୍ଷେତ୍ରରେ ସରକାର ମୋ ପରାମର୍ଶ ନେଉନାହାନ୍ତି
84
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ। ପୁରୀ ଶଙ୍କରାଚାର୍ଯ୍ୟ ମଠର ପୀଠାଧିଶ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ କହିଛନ୍ତି, ପୂର୍ବରୁ ଏଭଳି ଚକ୍ରାନ୍ତ ହୋଇଥିଲା କିନ୍ତୁ ଏହାକୁ ମୁଁ ସମ୍ପୂର୍ଣ୍ଣ ବାରଣ କରିଥିଲି। ମହାପ୍ରଭୁଙ୍କୁ ସର୍ବପ୍ରଥମେ ବ୍ରହ୍ମା ପ୍ରତିଷ୍ଠା କରିଥିଲେ । ପରେ ପୁନର୍ବାର ଦାରୁବ୍ରହ୍ମଙ୍କୁ ଶଙ୍କରାଚାର୍ଯ୍ୟ ଭଗବାନ ପ୍ରତିଷ୍ଠା କଲେ। ତେବେ ଅସ୍ତିତ୍ଵ ନାଁରେ ଖେଳ ଖେଳିବା ଉଚିତ୍ ନୁହେଁ। ସେ ଆହୁରି ମଧ୍ୟ କହିଛନ୍ତି, ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାରରେ ଅଛନ୍ତି । ପୁରୀ ପଣ୍ଡା ଏବଂ ଦୋକାନୀମାନଙ୍କ ଆମଦାନୀ ପଶ୍ଚିମବଙ୍ଗରୁ ହିଁ ହେଉଛି। ଏଣୁ ସେ ଚାଲାକ୍ର ସହିତ ସେଠାରେ ମନ୍ଦିର ସ୍ଥାପିତ କରିଛନ୍ତି। ପଶ୍ଚିମବଙ୍ଗର ଭକ୍ତମାନେ ପୁରୀ ଯାଇ ଦାନ ଦକ୍ଷିଣା ଦେଉଛନ୍ତି। ଏହାଦ୍ୱାରା ଜୀବିକା ହିଁ ବଙ୍ଗଳା ଦ୍ୱାରା ଚାଲିଛି । ଏହି ମନ୍ଦିର ପ୍ରତିଷ୍ଠାର ମୁଖ୍ୟ କାରଣ ଅର୍ଥ ପ୍ରଲୋଭନ ରହିଛି । ମମତା ତୁ ନା ଗାଇ ମେରେ ମନ୍ତ୍ର ବୋଲି କହିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!