Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁଲିଲେ ଦର୍ଶକ

by ସଞ୍ଜୟ ସ୍ୱାଇଁ
December 8, 2019
in Entertainment, Sports
ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁଲିଲେ ଦର୍ଶକ
65
VIEWS
Share on FacebookShare on Twitter

ନୟାଗଡ଼ ସର୍ବ ଭାରତୀୟ ଫୁଟବଲ୍ ଟୁନାମେଣ୍ଟ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସର୍ବଭାରତୀୟ ଫୁଟବଲ ଟୁନାମେଣ୍ଟଅବସରରେ ଖେଳ ପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ସହରର ୟୁନିଟେକ୍ ରେସିଡେନ୍ସିଆଲ୍ କଲେଜ, ଡିଭାଇନ୍, ଇନ୍ସପାୟାର, ରାମକୃଷ୍ଣ, ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟ, ବଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ଏନ୍ଏସି ହାଇସ୍କୁଲ, ବାଳିକା ଉଚ୍ଚ ବିଦ୍ୟାଳୟ,ଟାଇକାଣ୍ଡେ ଆସୋସିଏସନ, ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟର ୧୨ ଶହରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲି ହୋଇଥିଲେ । ଖେଳ ପଡ଼ିଆରେ ଏହି ଛାତ୍ରଛାତ୍ରୀମାନେ ବିଭିନ୍ନ ଦେଶାତ୍ମବୋଧକ ସଂଗୀତର ତାଳେ ତଳେ ଶୃଙ୍ଖଳ ପଦର୍ଶନ କରିବା ସହ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏଥିସହିତ ରକଷ୍ଟାର ଡ୍ୟାନ୍ସ ଗୃପ, ଡେଭିଲ୍ ଡ୍ୟାନ୍ସ ଗୃପ ସହ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମରେ କବି ଓ ଅନୁବାଦ ଶରତ ଚନ୍ଦ୍ର ଆଚାର୍ଯ୍ୟ ପରିଚାଳନା କରିଥିଲେ ।

 

http://baghuabarta.com/backup/wp-content/uploads/2019/12/sanskrutika-karyakramare-jhumile-darsaka.mp4
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!