Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାନ୍ତି ମିଶ୍ର ହତ୍ୟା ଘଟଣା, ଫେରାର ମାଧବ ୧୨ ବର୍ଷ ପରେ ଗିରଫ

by ସଞ୍ଜୟ ସ୍ୱାଇଁ
May 17, 2025
in Crime, State
ଶାନ୍ତି ମିଶ୍ର ହତ୍ୟା ଘଟଣା, ଫେରାର ମାଧବ ୧୨ ବର୍ଷ ପରେ ଗିରଫ
129
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବହୁ ଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ଘଟଣାର ଫେରାର ଅଭିଯୁକ୍ତ ମାଧବ ପାଣିଗ୍ରାହୀ ଗିରଫ। ୨୦୧୩ରୁ ସେ ଫେରାର ଥିବା ବେଳେ ଗୋସାଇଁନୂଆଗାଁ ଥାନା ପୁଲିସ ତାଙ୍କୁ ଗିରଫ କରିଛି। ସୂଚନା ମୁତାବକ, ୨୦୧୩ ମସିହାରେ ଶାନ୍ତି ମିଶ୍ରଙ୍କୁ ଗୋସାଇଁନୂଆଗାଁ ଗୁଣ୍ଡିଚା ମନ୍ଦିର ନିକଟରେ ଅଭିଯୁକ୍ତ ଜଣକ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲରେ ୧୧ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ଗତ କିଛିଦିନ ତଳେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତ ମଉଜ ଓରଫ ସତିଶ ମିଶ୍ରଙ୍କୁ ପୁଲିସ ଗିରଫ କରିଥିଲା। ଆଜି ଏହି ମାମାଲାର ୧୩ ନମ୍ବର ଅଭିଯୁକ୍ତ ମାଧବ ପାଣିଗ୍ରାହୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!