Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

by Anil Panda
August 27, 2020
in Nayagarh
ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଶୋଇଥିବା ଦଶମ ଶ୍ରେଣୀ ଛାତ୍ରୀଙ୍କ ବିଷଧର ସାପ କାମୁଡ଼ାରେ ମୃତ୍ୟୁ ହୋଇଛି । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ଛାମୁଣ୍ଡିଆ ପଞ୍ଚାୟତ ଅଧିନସ୍ଥ ମହନାପଦା ହରିଜନସାହିର ଏବର୍ଷ ଦଶମ ଶ୍ରେଣୀ ପରୀକ୍ଷାରେ ପାସ କରିଥିବା ଛାତ୍ରୀ ଲିଜା ନାୟକ ଏହି ଘଟଣାର ଶିକାର ହୋଇଛନ୍ତି । ରାତିରେ ଖାଇକି ଘରେ ଶୋଇଥିବା ଛାତ୍ରୀ ,ଭୋର ଚାରିଟା ସମୟରେ କାନକୁ କଣ କାମୁଡ଼ିଦେଲା କହି ଚିତ୍କାର କରି ଜୋରରେ ପାଟି କରିଥିଲା । କିନ୍ତୁ କଣ କାମୁଡିଥିଲା କେହି ଦେଖି ପାରିନଥିଲେ । ତାଙ୍କୁ ପ୍ରଥମେ ଆମ୍ବୁଲାନ୍ସ ଯୋଗେ ଗଣିଆ ଗୋଷ୍ଠୀ ସ୍ୱଥ୍ୟକେନ୍ଦ୍ କୁ ନିଆଯାଇଥିଲା ପରେ ଅବସ୍ଥା ସଂକଟାପର୍ଣ୍ଣ ଥିବାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ଚିକିତ୍ସାଳୟକୁ ଡାକ୍ତର ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ସେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ସରକାରୀ ସାହାଯ୍ୟ ଯୋଗାଇଦେବା ପାଇଁ ଜନସାଧାରଣରେ ଦାବି ହେଉଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!