Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
March 16, 2025
in Accident, State
ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
78
VIEWS
Share on FacebookShare on Twitter

ଟିକାବାଲି, (ବାଘୁଆବାର୍ତ୍ତା): ପାବୁରିଆ-ଜି ଉଦୟଗିରି ରାସ୍ତାର କୁଟିଗୁଡା ଠାରେ ବାଇକ୍ ଦୁର୍ଘଟଣା । ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ । ମୃତକଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ସାରଂଗଡ ପୋଲିସ ପହଞ୍ଚି ତଦନ୍ତ କରୁଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ପାବୁରିଆ-ଜି ଉଦୟଗିରି ରାସ୍ତାର କୁଟିଗୁଡା ଠାରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ରବିବାର ସକାଳୁ ସ୍ଥାନୀୟ ଲୋକେ ଜଣେ ଅଜଣା ଯୁବକଙ୍କ ମୃତଦେହ ଏବଂ ଏକ ନମ୍ବର ବିହୀନ ନୂଆ ଗାଡି ପଡ଼ି ରହିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ସାରଂଗଡ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସାରଂଗଡ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ତେବେ ଯୁବକ ଜଣକ କ୍ଷୀପ୍ର ଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଛିଟିକି ପଡ଼ି ମୃତ୍ୟୁ ହୋଇଥିବାର ଅନୁମାନ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!