Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶରଣକୁଳ ଡାକ୍ତରଖାନାରେ ଡାକ୍ତରଙ୍କୁ ମାଡ଼, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
August 10, 2023
in Crime, State
ଗଞ୍ଜେଇ ଓ ଦେଶୀ ବନ୍ଧୁକ ଜବତ, ଅଭିଯୁକ୍ତକୁ କୋର୍ଟ ଚାଲାଣ
592
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶରଣକୁଳ ଡାକ୍ତରଖାନାରେ ଡାକ୍ତର ଡାକ୍ତର ବିବାଦକୁ ନେଇ ପରିସ୍ଥିତି ଉଗ୍ର ହୋଇଛି । ଶରଣକୁଳ ଡାକ୍ତରଖାନାରେ କାର‌୍ୟ୍ୟରତ ଡା. ସରିତା ବେହେରା ବିଳମ୍ବରେ ଆସିବାକୁ ନେଇ ଡା. ଅଂଶୁମାନ ସାହୁ ବିରକ୍ତି ହୋଇଥିଲେ । ଯାହାକୁ ନେଇ ଉଭୟ ଡାକ୍ତରଙ୍କ ମଧ୍ୟରେ ବଚସା ହୋଇଥିଲା । ଏନେଇ ଡା. ବେହେରାଙ୍କ ସମର୍ଥନରେ ସ୍ଥାନୀୟ ବ୍ୟକ୍ତି ଶେଖ୍ ଆଜାଦ୍ ଡାକ୍ତରଖାନାରେ ପହଞ୍ଚି ଡା. ସାହୁଙ୍କୁ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି । ଡା. ସାହୁଙ୍କ ଅଭିଯୋଗ କ୍ରମରେ ପୁଲିସ ଏକ ମାମଲା ରୁଜୁ କରି ଶେଖ୍ ଆଜାଦ୍ କୁ ଗିରଫ କରିଥିବା ସୂଚନା ମିଳିଛି । ଅନ୍ୟପକ୍ଷେ. ଡା. ବେହେରାଙ୍କୁ ଦୁର୍ବବ୍ୟବହାର କରାଯାଇଥିବା ନେଇ ହୋଇଥିବା ଅଭିଯୋଗ ଆଧାରରେ ଡା. ସାହୁଙ୍କ ନାମରେ ମାମଲା ରୁଜୁ ହୋଇଛି । ଡାକ୍ତରଖାନାରେ ଏଭଳି ପରିସ୍ଥିତି ସ୍ଥାନୀୟ ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!