Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶରଣକୁଳ ଥାନା ଅଞ୍ଚଳରୁ ବ୍ରାଉନ ସୁଗାର ଜବତ: ଜଣେ ଗିରଫ୍

by ସଞ୍ଜୟ ସ୍ୱାଇଁ
May 15, 2022
in Breaking, Nayagarh
ଶରଣକୁଳ ଥାନା ଅଞ୍ଚଳରୁ ବ୍ରାଉନ ସୁଗାର ଜବତ: ଜଣେ ଗିରଫ୍
548
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶରଣକୁଳଥାନା ଅଞ୍ଚଳରୁ ବ୍ରାଉନ ସୁଗାର ଜବତ କରିବା ସହ ଜଣେ ବ୍ୟବସାୟୀକୁ ଗିରଫ କରିଛି ଶରଣକୁଳ ପୁଲିସ୍ । ଗିରଫ ହୋଇଥିବା ବ୍ୟବସାୟୀ ଜଣଙ୍କ ହେଲେ ପ୍ରଭାତ କୁମାର ସ୍ବାଇଁ(୪୭)। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ହରିପୁର ଗ୍ରାମର ନାରାୟଣ ସ୍ବାଇଁଙ୍କ ପୁଅ ପ୍ରଭାତ କୁମାର ସ୍ବାଇଁ ଏକ ମଟରସାଇକେଲରେ ବ୍ରାଉନ ସୁଗାର ଚାଲାଣ କରୁଥିବା ଖବର ପାଇ ଛକି ବସିଥିଲା ପୁଲିସ୍ । ପ୍ରଭାତ ଆସିବା କ୍ଷଣି ଶରଣକୁଳ ପୁଲିସ୍ ମାଡ଼ି ବସିଥିଲା । ପୁଲିସ୍ ପ୍ରଭାତଙ୍କ ଠାରୁ ୧୪ଗ୍ରାମ ୨ଶହ ମିଲିଗ୍ରାମ ବ୍ରାଉନ ସୁଗାର, ମଟରସାଇକେଲ ଓ ଏକ ମୋବାଇଲ ଫୋନ ଜବତ କରିଛି ଶରଣକୁଳ ପୁଲିସ୍ । ଥାନାରେ କେସ୍ ନଂ-୬୦/୨୦୨୨ରେ ମାମଲା ରୁଜୁ କରି ବ୍ରାଉନ ସୁଗାର ବ୍ୟବସାୟୀ ପ୍ରଭାତ ସ୍ବାଇଁଙ୍କୁ ଗିରଫ କରାଯାଇଥିବା ନେଇ ଶରଣକୁଳ ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!