Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରପଞ୍ଚଙ୍କୁ ଆକ୍ରମଣ କରି ଲୁଟି ନେଲେ ଟଙ୍କା,ସୁନା

by ସଞ୍ଜୟ ସ୍ୱାଇଁ
September 23, 2024
in Crime, State
ସରପଞ୍ଚଙ୍କୁ ଆକ୍ରମଣ କରି ଲୁଟି ନେଲେ ଟଙ୍କା,ସୁନା
46
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ସରପଞ୍ଚଙ୍କୁ ଆକ୍ରମଣ କରି ଲୁଟି ନେଲେ ଟଙ୍କା,ସୁନା। ଏପରି ଘଟଣା ଘଟିଛି କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅଞ୍ଚଳରେ। ଏନେଇ ସରପଞ୍ଚ ଖୁଣ୍ଟୁଣୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ଗତକାଲି ରାତିରେ କୌଣସି କାମ ପାଇଁ ଅନନ୍ତପୁରର ସରପଞ୍ଚ ଶକ୍ତିକାନ୍ତ ସାହୁ ଖୁଣ୍ଟୁଣୀ ଥାନାକୁ ଆସିଥିଲେ। ଥାନାରୁ କାମ ସାରି ଘରକୁ ଫେରିବା ବେଳେ ଘାଣ୍ଟିଖାଲ ନଦୀମୁହାଣ ନିକଟରେ ୪ ଜଣ ଦୁର୍ବୃତ୍ତ ତାଙ୍କ କାରକୁ ଅଟକାଇଥିଲେ। ସରପଞ୍ଚ ଗାଡ଼ି ରଖିବାରୁ ଟଙ୍କା ଓ ସୁନା ଦେବାକୁ ଦୁର୍ବୃତ୍ତମାନେ ତାଙ୍କୁ ଧମକ ଦେଇଥିଲେ। ପରେ ଦୁର୍ବୃତ୍ତମାନେ ସରପଞ୍ଚଙ୍କୁ ଗାଡ଼ିରୁ ଟାଣି ଆଣି ନିର୍ଧୂମ ମାଡ଼ ମାରିବା ସହ ତାଙ୍କ ପାଖରେ ଥିବା ଟଙ୍କା ଓ ସୁନା ନେଇ ଚମ୍ପଟ ମାରିଥିଲେ। ଏଥିସହ ଦୁର୍ବୃତ୍ତମାନେ ସରପଞ୍ଚଙ୍କ ଗାଡ଼ି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ସରପଞ୍ଚ ଖୁଣ୍ଟୁଣୀ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଅଭିଯୁକ୍ତକୁ ଧରିବାକୁ ଖୋଳତାଡ଼ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!