Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ୱାରେଣ୍ଟାଇନ୍ ସେଣ୍ଟରକୁ ବିରୋଧ, ସରପଂଚଙ୍କୁ ଆକ୍ରମଣ

by Anil Panda
May 11, 2020
in Breaking
କ୍ୱାରେଣ୍ଟାଇନ୍ ସେଣ୍ଟରକୁ ବିରୋଧ, ସରପଂଚଙ୍କୁ ଆକ୍ରମଣ
21
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କ୍ୱାରେଣ୍ଟାଇନ୍ ସେଣ୍ଟର ନିର୍ମାଣକୁ ବିରୋଧ କରି ଜଣେ ଅସାମାଜିକ ଯୁବକ ସଂରପଂଚଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ସୂଚନାନୁସାରେ, ରଣପୁର ବ୍ଲକ ଅନ୍ତର୍ଗତ ଲୋଧାଚୁଆ ପଂଚାୟତ ରାଜନଗର ଗାଁ ବିଦ୍ୟାଳୟରେ କ୍ୱାରେଣ୍ଟାଇନ୍ ସେଣ୍ଟର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଗ୍ରାମର ୱାର୍ଡ଼ ମେମ୍ବର କାମ ଦେଖା ରଖା କରୁଥିଲେ । ମାତ୍ର ଏହି କ୍ୱାରେଣ୍ଟାଇନ୍ ସେଣ୍ଟର ନିର୍ମାଣକୁ ବିରୋଧ କରି ଉକ୍ତ ଗ୍ରାମର ଆଲୋକ ଜେନା ୱାର୍ଡ଼ ମେମ୍ବରଙ୍କୁ ଗାଳି ଗୁଲଜ କରିଥିଲେ । ଯାହାକୁ ନେଇ ଲୋଧାଚୁଆ ସରପଂଚ ଜୟନ୍ତ କୁମାର ନାୟକ ଘଟଣାସ୍ଥଳରେ ପହଂଚି ଆଲୋକକୁ ବୁଝାଶୁଝା କରିବାକୁ ଚେଷ୍ଟା କରୁଥିବା ବେଳେ ଆଲୋକ ତାଙ୍କ ଉପରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ସରପଂଚ ରଣପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ସୁରକ୍ଷା ଦାବି କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!