Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟାଳୟରେ ସରସ୍ବତୀ ପୂଜା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 4, 2025
in Nayagarh, State
ବିଦ୍ୟାଳୟରେ ସରସ୍ବତୀ ପୂଜା ଅନୁଷ୍ଠିତ
82
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ସରସ୍ବତୀ ପୂଜା ଅନୁଷ୍ଠିତ ହୋଇ ଯାଇଛି | ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ମା ବାଗଦେବୀଙ୍କ ପୂଜା ପାଳନ ହୋଇଥିଲା | ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଠିକ ଭାବେ ପରିଚାଳିତ ହୋଇଥିଲା | ଛାତ୍ରଛାତ୍ରୀମାନେ ନୂତନ ପୋଷାକ ପିନ୍ଧି ପୂଜାରେ ସାମିଲ ହୋଇଥିଲେ | ପରିଚାଳନା କମିଟି ସଭାପତି, ସମସ୍ତ ସଭ୍ୟ ଓ ଗ୍ରାମବାସୀ ପୂଜାରେ ସହଯୋଗ କରିଥିଲେ |

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!