Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୯ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
December 1, 2023
in Nayagarh, Sports, State
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୯ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ
390
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ଚଳିତ ବର୍ଷ ୨୯ତମ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇ ଯାଇଅଛି । ଉକ୍ତ କାର୍ଯ୍ୟକ୍ରମକୁ ନୟାଗଡ଼ ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟର ଅଧୀକ୍ଷକ ଭବେଶ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେଇ ଉଦ୍ଘାଟନ କରିଥିଲେ । କ୍ରୀଡା ମାଧ୍ୟମ ରେ ଶିକ୍ଷାର ଉନ୍ନତି କିପରି ସମ୍ଭବ କରାଯାଇହେବ ତାହା ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ।

ଏହି କ୍ରୀଡା ରେ ୩୦୦ ରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଯୋଗଦାନ ଦେଇ ଶପଥ ପାଠ କରିଥିଲେ। ଆୟୋଜିତ କାର‌୍ୟ୍ୟକ୍ରମରେ ବିଦ୍ୟାଳୟ ର ସମ୍ପାଦକ ଶ୍ରୀ ଭାସ୍କରଚନ୍ଦ୍ର ସାହୁ, ପ୍ରଧାନ ଆଚାର‌୍ୟ୍ୟ ଶ୍ରୀ ଅମ୍ବିକା ପ୍ରସାଦ ପଟ୍ଟନାୟକ ଏବଂ ଶିଶୁ ଭାରତୀ ଭାଇ ଭଉଣୀ, ଆଚାର‌୍ୟ୍ୟ ଆଚାର‌୍ୟ୍ୟା ମନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କ୍ରୀଡା ର ପ୍ରଥମ ଦିବସ ଟି ଅତିବାହିତ ହୋଇଥିଲା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!