Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କବ୍ ଓ ବୁଲବୁଲ ରାଜ୍ୟ ପୁରସ୍କାର ପରୀକ୍ଷା-୨୦୨୪ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଓଡ଼ଗାଁରେ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
April 16, 2025
in Nayagarh, State
କବ୍ ଓ ବୁଲବୁଲ ରାଜ୍ୟ ପୁରସ୍କାର ପରୀକ୍ଷା-୨୦୨୪ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଓଡ଼ଗାଁରେ ଅନୁଷ୍ଠିତ
66
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଆଣ୍ଡ୍ ଗାଇଡ୍ସର ପରାମର୍ଶ କ୍ରମେ କବ୍ ବୁଲବୁଲ ରାଜ୍ୟ ପୁରସ୍କାର ପରୀକ୍ଷା-୨୦୨୪ ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ଓଡ଼ଗାଁରେ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ସଂଯୋଜକ ରବିନ୍ଦ୍ର କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କବ୍ ମାଷ୍ଟର ପଞ୍ଚାନନ ପଣ୍ଡା ଓ ରଞ୍ଜନ କୁମାର ଦାଶଙ୍କ ଦ୍ୱାରା ପରୀକ୍ଷା ପରିଚାଳନା କରାଯାଇଥିଲା।ପ୍ରାରମ୍ଭରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ କବ୍ ଓ ବୁଲବୁଲ ମାନଙ୍କ ଦ୍ୱାରା ସମୂହ ପ୍ରାର୍ଥନା ଓ ଝଣ୍ଡାଗୀତ୍ ଗାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଓଡ଼ଗାଁ,ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଭଗବତୀପ୍ରସାଦ, ସରକାରୀ ପ୍ରାଥମିକ ବିଦ୍ୟାଳୟ ବିଲମାନପୁର ଏବଂ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ କରଡା ହରିହରପୁରରୁ ମୋଟ ୫୦-ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ଲିଖିତ ପରୀକ୍ଷା ପରେ କବ୍ ମଟୋ,ନିୟମ,ପ୍ରତିଜ୍ଞା, କବ୍ ଗ୍ରୀଟିଙ୍ଗ୍ସ ଏବଂ ବୁଲବୁଲ ଗ୍ରୀଟିଙ୍ଗ୍ସ ସହିତ ବିଭିନ୍ନ କାର୍ଯ୍ୟ କରାଯାଇଥିଲା। ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଓଡ଼ଗାଁର ଆଚାର୍ଯ୍ୟ ପ୍ରଫୁଲ୍ଲ କୁମାର ପ୍ରଧାନ, ସମ୍ପାଦକ ପ୍ରଦୀପ୍ତ କୁମାର ବିଶ୍ୱାଳ,ଓ କୋଷାଧ୍ୟକ୍ଷ ତ୍ରିଲୋଚନ ସାମନ୍ତରା ଉପସ୍ଥିତ ଥିଲେ।କବ୍ ମାଷ୍ଟର ମନୋଜ ସାହୁ,ରଞ୍ଜିତ ନନ୍ଦ ଫ୍ଲକ୍ ଲିଡର ଅଳକା ପଟ୍ଟନାୟକ ଓ ନୀଲମ୍ ପ୍ରିୟଦର୍ଶିନୀ ସହଯୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!