Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେଧାବୃତ୍ତି ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ଅନୁରାଗଙ୍କ ସଫଳତା

by ସଞ୍ଜୟ ସ୍ୱାଇଁ
December 24, 2024
in Education, Nayagarh, State
ମେଧାବୃତ୍ତି ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର  ଛାତ୍ର ଅନୁରାଗଙ୍କ ସଫଳତା
206
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ୩ୟ ଶ୍ରେଣୀ ସରକାରୀ ମେଧାବୃତି ପରୀକ୍ଷା-୨୦୨୩-୨୪ର ଫଳାଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର , ମାଳିସାହି ୩ୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ଛାତ୍ର ଅନୁରାଗ ପଣ୍ଡା ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗର୍ବ ଓ ଗୈାରବ ଅର୍ଜନ କରିଛନ୍ତି । ବିଦ୍ୟାଳୟର ପ୍ରଧାନ ଆଚାର‌୍ୟ୍ୟ ମନୋରଂଜନ ପଣ୍ଡା କଠିନ ପରିଶ୍ରମକରି ସଫଳତା ଲାଭ କରିଥିବା ଶିଶୁଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ସଂପୃକ୍ତ ଅଭିଭାବକ ଓ ଗୁରୁଜୀ ଗୁରମା ମାନଙ୍କର ଅକ୍ଲାନ୍ତ ପରିଶ୍ରମ ପାଇଁ ସାଧୁବାଦ ଜଣାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!