Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା, ଶାସକ ଦଳର ୩ ନେତାଙ୍କ ଜୀବନ ନେଲାଣି

by ସଞ୍ଜୟ ସ୍ୱାଇଁ
April 28, 2021
in State
କରୋନା, ଶାସକ ଦଳର ୩ ନେତାଙ୍କ ଜୀବନ ନେଲାଣି
687
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଜଣେ ବିଧାୟକଙ୍କ ଜୀବନ ନେଇଛି କରୋନା । ସାରାଦେଶରେ କରୋନା ମହାମାରୀ ଏବେ ବ୍ୟାପକ ହେବାରେ ଲାଗିଛି । ଏହାରି ମଧ୍ୟରେ ଉତ୍ତର ପ୍ରଦେଶ ନୱାବଗଞ୍ଜ ବିଜେପି ବିଧାୟକ କେଶର ସିଂହ ଗଙ୍ଗୱାରଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହେବାପରେ ତାଙ୍କୁ ନୋଏଡାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । କେଶର ସିଂହ ଗଙ୍ଗୱାରଙ୍କ ସମେତ ବର୍ତ୍ତମାନ ସୁଦ୍ଧା ଉତ୍ତର ପ୍ରଦେଶ ବିଜେପିର୩ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇ ଜୀବନ ହାରିସାରିଲେଣି । ବିଧାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକ ବ୍ୟକ୍ତ କରିଛନ୍ତି । ଏହା ପୂର୍ବରୁ ଓରେୟା ବିଜେପି ବିଧାୟକ ରମେଶ ଦିବାକର ଏବଂ ପଶ୍ଚିମ ଲକ୍ଷନୌରୁ ବିଜେପି ବିଧାୟକ ସୁରେଶ ଶ୍ରୀବାସ୍ତବଙ୍କର କରୋନା ସଂକ୍ରମଣରେ ଦେହାନ୍ତ ହୋଇଥିଲା । କରୋନାରେ ସଂକ୍ରମିତ ହୋଇ ସୁରେଶ ଶ୍ରୀବାସ୍ତବଙ୍କ ପତ୍ନୀଙ୍କର ମଧ୍ୟ ଦେହାନ୍ତ ହୋଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!