Saturday, August 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମସମର୍ପଣ କଲେ ୧୬ ମାଓବାଦୀ

by ସଞ୍ଜୟ ସ୍ୱାଇଁ
June 2, 2025
in State
ଆତ୍ମସମର୍ପଣ କଲେ ୧୬ ମାଓବାଦୀ
44
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ଲାଲ୍ବାହିନୀକୁ ଝଟ୍କା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ କୁଖ୍ୟାତ ମାଓ ନେତା ରହିଥିବା ସୂଚନା ମିଳିଛି । ଏପିରିକି ସେହି ଦୁଇ ହାର୍ଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ବେଳେ ୬ ଜଣଙ୍କ ମୁଣ୍ଡ ଉପରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର । ସେହିପରି ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ସୁକୁମା ବିଜାପୁର ଓ ଦାନ୍ତେଓ୍ୱାଡା ଜିଲ୍ଲାର ଅନେକ ହିଂସାକାଣ୍ଡରେ ଜଡ଼ିତ ଥିବା କହିଛନ୍ତି ସୁକୁମା ଏସ୍ପି କିରଣ ଚୌହ୍ୱାନ । ମାଓ ସଂଗଠନ ଦୁର୍ବଳ ହେଉଥିବା ବେଳେ ନିଜର ଜୀବନ ବଞ୍ଚାଇବା ପାଇଁ ଏମାନେ ସୁକୁମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସରକାରଙ୍କ ନିୟମ ଅନୁଯାୟୀ ସମସ୍ତଙ୍କୁ ଥଇଥାନ କରାଯିବା ବୋଲି ସୁକୁମା ଏସପି କହିଛନ୍ତି। ସୂଚନାଯୋଗ୍ୟ ଯେ, କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଛତିଶଗଡ଼, ଓଡିଶା, ଆନ୍ଧ୍ର ପ୍ରଦେଶ ଆଦି ଜଙ୍ଗଲରେ ମାଓବାଦୀଙ୍କୁ ଦମନ ପାଇଁ ଅପରେସନ ‘କାଗାର’ ଆରମ୍ଭ କରିଛନ୍ତି । ଯେଉଁଥିରେ ୧୦ ହଜାରରୁ ଅଧିକ ସୁରକ୍ଷାକର୍ମୀଙ୍କୁ ନିୟୋଜିତ ଅଛନ୍ତି । ତେବେ ଗୋଟିଏ ପଟେ ମାଓବାଦୀଙ୍କୁ ଦମନ ଲାଗି ଅପରେସନ ଚାଲିଥିବା ବେଳେ ଅନ୍ୟପଟେ ପୋଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି ଲାଲାବାହିନୀର ସଦସ୍ୟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!