Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

SCB ପରିସରରୁ ୪ ଦଲାଲ ଗିରଫ

by ସଞ୍ଜୟ ସ୍ୱାଇଁ
May 10, 2025
in Crime, State
SCB ପରିସରରୁ ୪ ଦଲାଲ ଗିରଫ
110
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଏସସିବି ମେଡ଼ିକାଲ ପରିସରରୁ ୪ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଙ୍ଗଳାବାଗ ଥାନା ପୋଲିସ । ଦୁଇଟି ପୃଥକ୍ ପୃଥକ୍ ଘଟଣାରେ ଅଭିଯୋଗ ପାଇବା ପରେ ମଙ୍ଗଳାବାଗ ଥାନା ପୋଲିସ ଏସସିବି ଟ୍ରମା କାଜୁଆଲ୍ଟି ସମ୍ମୁଖରୁ ରୋଗୀ ମାନଙ୍କୁ ଘରୋଇ ହସ୍ପିଟାଲ ନେବା ପାଇଁ ପ୍ରବର୍ତ୍ତାଇବା ବେଳେ ସାଦା ପୋଷାକରେ ମାଡ଼ି ବସିଥିଲେ । ଗିରଫ ଚାରି ଜଣ ଦଲାଲ ହେଲେ ଦେବାଶିଷ ମହାନ୍ତି, କ୍ରୀଷ୍ଣା ବାହାଦୂର, ସୁଶାନ୍ତ ବାରିକ୍ ଓ ରାମ ନାଏକ । ଏମାନେ ବିଭିନ୍ନ ଘରୋଇ ହସ୍ପିଟାଲ କର୍ମଚାରୀ ପରିଚୟ ଦେଇ ରୋଗୀ ମାନଙ୍କୁ ନେଉଥିବା ଅଭିଯୋଗ ହୋଇଥିଲା । ତେବେ ଏହି ଘଟଣାରେ ଅନ୍ୟ କାହାର ସଂପୃକ୍ତ ଅଛି ତାହାର ତଦନ୍ତ କରାଯିବା । କେଉଁ ହସ୍ପିଟାଲକୁ ନେବାକୁ ଚେଷ୍ଟା କରୁଥିଲେ ସେହି ହସ୍ପିଟାଲ ଗୁଡ଼ିକୁ ମଧ୍ୟ ତଦନ୍ତ ପରିସର କରାଯିବ । ଏହାସହ ଯଦି କେହି ଦଲାଲ ଏହିଭଳି କାର୍ଯ୍ୟକଳାପ କରୁଥିବାର ନଜର ଆସନ୍ତି ତେବେ ପୋଲିସ ସହ ଯୋଗାଯୋଗ କରିବା ପାଇଁ କହିଛନ୍ତି ଜୋନ ୨ ଏସିପି ଗିରିଜା ଶଙ୍କର ଚକ୍ରବର୍ତ୍ତୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!