Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଛୁଆ ବର୍ଗ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସର୍ଭେ ତାଲିମ

by ସଞ୍ଜୟ ସ୍ୱାଇଁ
April 15, 2021
in Nayagarh
ପଛୁଆ ବର୍ଗ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସର୍ଭେ ତାଲିମ
195
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା):  ଜିଲ୍ଲାରେ ରହିଥିବା ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସଂମ୍ପର୍କରେ ସର୍ଭେ କରିବା ପାଇଁ ଆଜି ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ନିର୍ଦ୍ଦେଶରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ତାଲିମ ଶିବିରରେ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ତାମିଲ ପ୍ରଦାନ କରିଛନ୍ତି । ଏହି ଶିବିରରେ ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ବିଡିଓ, ଅତିରିକ୍ତ ତହସିଲଦାର, ପୈାର ନିର୍ବାହୀ ଅଧିକାରୀ ଏବଂ ଏନ୍ଏସି ନିର୍ବାହୀ ଅଧିକାରୀ ଯୋଗ ଦେଇ ତାଲିମ ନେଇଥିବା ଜଣାଯାଇଛି । ଏହି ବ୍ଲକ ସ୍ତରୀୟ ତାଲିମ ଶିବିରରେ ବରିଷ୍ଠ ଅଧିକାରୀମାନେ କିଭଳି ସର୍ଭେ କରାଯିବ ଏବଂ ଏନେଇ ସରକାରଙ୍କ କଣ ନିର୍ଦ୍ଦେଶବଳୀ ରହିଛି ତାହା ଉପରେ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ ଓ କନିଷ୍ଠ ରାଜସ୍ୱ ଅଧିକାରୀ ବନମାଳୀ ସ୍ୱାଇଁ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!