Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

by ସଞ୍ଜୟ ସ୍ୱାଇଁ
June 3, 2025
in State
ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର
69
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ। ପରେ ଫାଇନାଲ ମେରିଟ ଲିଷ୍ଟ ଜୁଲଇ ୧୮ରେ ୱେବସାଇଟରେ ପ୍ରାକାଶ ପାଇବ। ଏହାପରେ ଜୁଲାଇ ୧୮ ଓ ୧୯ରେ ସ୍ଥାନାନ୍ତର ନିର୍ଦ୍ଦେଶ ଜାରି କରାଯିବ ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!