Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏପ୍ରିଲ 21ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି

by ସଞ୍ଜୟ ସ୍ୱାଇଁ
April 20, 2023
in Breaking, Education, Nayagarh
ମୁଖ୍ୟମନ୍ତ୍ରୀ ୧୦୬ କନିଷ୍ଠ ଯନ୍ତ୍ରୀଙ୍କୁ ଜଳସମ୍ପଦ ବିଭାଗରେ ନିଯୁକ୍ତି ଦେଲେ
524
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସକାଳର ବଡ଼ ଖବର l ଗ୍ରୀଷ୍ମ ପ୍ରଭାହକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି l ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ ଏପ୍ରିଲ 21ତାରିଖରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛୁଟି ଘୋଷଣା କରିଛନ୍ତି l ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି l ତେବେ କେବେ ସ୍କୁଲ ଖୋଲିବ ତାହା ବର୍ତ୍ତମାନ ନିଷ୍ପତ୍ତି ନିଆଯାଇନାହିଁ l ପରବର୍ତ୍ତୀ ସମୟରେ ଗ୍ରୀଷ୍ମ ପ୍ରଭାହକୁ ଦୃଷ୍ଟିରେ ରଖି ସଂପୃକ୍ତ ଶିକ୍ଷା ବିଭାଗ ନିଷ୍ପତ୍ତି ନେବ l ତେବେ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ କରାଯିବ ବୋଲି ସୂଚନା ମିଳିଛି l

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!