Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ମିଳିତ ମଞ୍ଚର ଆନ୍ଦୋଳନ ପାଇଁ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
February 17, 2025
in Nayagarh, State
ନୟାଗଡ଼ରେ ମିଳିତ ମଞ୍ଚର ଆନ୍ଦୋଳନ ପାଇଁ ପ୍ରସ୍ତୁତି ବୈଠକ
212
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ବୈଠକ ବ୍ରଜେନ୍ଦ୍ର ଉଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅଲୋଷ୍ଟାର ଜିଲ୍ଲା ସମ୍ପାଦକ ନୀଳାଦ୍ରି ଭୂଷଣ ସୁବୁଦ୍ଧି ସଭାପତିତ୍ବ କରିଥିଲେ । ନୟାଗଡ଼ ଜିଲ୍ଲା ଓଷ୍ଟାର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ମାନସ କୁମାର ସାହୁ ଙ୍କୁ ପୂର୍ବ ସମ୍ପାଦକ ତଥା ଜିଲ୍ଲା ଯୁଗ୍ମ ସମ୍ପାଦକ ପରମାନନ୍ଦ ଦଳାଇଙ୍କ ସମେତ ମଞ୍ଚାସୀନ ମାଣିକେଶ୍ବର ସ୍ୱାଇଁ, ସମ୍ପାଦକ ରାଜ୍ୟ କାର୍ଯ୍ୟକାରିଣୀ ଓଷ୍ଟା, ରାଜ୍ୟ ଓଷ୍ଟାର ସଦସ୍ୟ ବିନାୟକ ପରିଡ଼ା, ଜିଲ୍ଲା ଓଷ୍ଟାର ସଭାପତି ଅଯୋଧ୍ୟା ନାଥ ନାୟକ ,ଜିଲ୍ଲା କର୍ଯ୍ୟକାରୀ ସଭାପତି ଘନଶ୍ୟାମ ରାଉତ,୧୯୪ ସଂଗଠନର ନେତୃତ୍ବ ଇନ୍ଦ୍ରମଣି ବାରିକ ପ୍ରଭୃତି ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଏହାପରେ ସମ୍ପାଦକ ବୈଠକର ଆଭିମୁଖ୍ୟ ଜଣାଇବା ପରେ ଶିକ୍ଷକ କର୍ମଚାରୀମାନେ ନିଜ ନିଜର ମତବ୍ୟକ୍ତ କରି ସରକାରଙ୍କ କାଳକ୍ଷେପଣ ନୀତିରେ ଅସନ୍ତୋଷ ବ୍ୟକ୍ତ କରିଥିଲେ । ସଂଗଠନର ବିଚାରଧାରା ଏବଂ ଆଦର୍ଶ ନେତୃତ୍ୱକୁ ପୁଞ୍ଜିକରି ଆଗାମୀ ଆନ୍ଦୋଳନ ପାଇଁ ପ୍ରସ୍ତୁତି ପର୍ବ ଉପରେ ଆଲୋଚନା କରିଥିଲେ । ରାଜ୍ୟ ନେତୃତ୍ୱ ବିନାୟକ ପରିଡ଼ା ସଂଗଠନର ଏକତା ଆନ୍ଦୋଳନର ପନ୍ଥା ଉପରେ ଆଲୋଚନା କରିଥିଲେ । ମାଣିକ ସାର୍ ମିଳିତ ମଞ୍ଚର ଦାବୀ ଗୁଡିକ ଆଲୋଚନା କରି ଆସନ୍ତା କାଲି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପଠାଇବାକୁ ମିଳିତ ମଞ୍ଚର ସଦସ୍ୟମାନଙ୍କୁ ଅବଗତ କରାଇଥିଲେ । ଏହାପରେ ସଭାପତି ସମସ୍ତଙ୍କ ସହଯୋଗ କାମନା କରି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ପରିଶେଷରେ ନୟାଗଡ଼ ଜିଲ୍ଲା ଓଷ୍ଟାର ଉପ ସଭାପତି ନିରାକାର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!