Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୮ ଓ ୨୯ରେ ସ୍କୁଲ ଛୁଟି, ଘୋଷଣା କଲା ଗଣଶିକ୍ଷା ବିଭାଗ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
ଆସନ୍ତା ୨୮ ଓ ୨୯ରେ ସ୍କୁଲ ଛୁଟି, ଘୋଷଣା କଲା ଗଣଶିକ୍ଷା ବିଭାଗ
491
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶାର ଗଣପର୍ବ ଦୋଳପୂର୍ଣ୍ଣିମା ଓ ରଙ୍ଗର ପର୍ବ ହୋଲି ଲାଗି ୨୮ ଓ ୨୯ ତାରିଖ ସ୍କୁଲ ଛୁଟି ଘୋଷଣା କଲା ଗଣଶିକ୍ଷା ବିଭାଗ । ଗଣଶିକ୍ଷା ଅଧିନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ୨ ଦିନ ଛୁଟି ରହିବ । ଆଜି ଏ ସଂକ୍ରାନ୍ତରେ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ଶାସନ ସଚିବ । ଗତ ବର୍ଷ କରୋନା ହେତୁ ସମସ୍ତ ସ୍କୁଲକୁ ରାଜ୍ୟ ସରକାର ବନ୍ଦ ରଖିଥିଲେ। ଦୀର୍ଘ ଦିନର ବ୍ୟବଧାନ ପରେ ଏବେ ପୁଣି ଖୋଲିଛି ସ୍କୁଲ । ତେବେ ୧୦୦ ଦିନ ଲାଗି ପିଲାଙ୍କ ପାଠପଢ଼ା ଜାରି ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଘୋଷଣା କରିଥିଲା। ମାତ୍ର ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଛି  ଓ ବିଭିନ୍ନ ସ୍କୁଲରେ ଛାତ୍ରଛାତ୍ରୀ ସଂକ୍ରମିତ ହେଉଛନ୍ତି।  ଏହାରି ମଧ୍ୟରେ ହୋଲି ଓ ଦୋଳକୁ ଛୁଟି ଘୋଷଣା କରିବା ନିଷ୍ପତ୍ତି ଆସିଛି । ଏଥର ହୋଲି ଘରେ ରହି ପାଳନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!