Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରୀଙ୍କୁ ଶିକ୍ଷକଙ୍କ ପ୍ରେମ ଭିକ୍ଷା, ଥାନାର ଦ୍ୱାରସ୍ଥ ହେଲେ ଛାତ୍ରୀ

by ସଞ୍ଜୟ ସ୍ୱାଇଁ
July 20, 2023
in Crime, State
ଛାତ୍ରୀଙ୍କୁ ଶିକ୍ଷକଙ୍କ ପ୍ରେମ ଭିକ୍ଷା, ଥାନାର ଦ୍ୱାରସ୍ଥ ହେଲେ ଛାତ୍ରୀ
447
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଭୁବନେଶ୍ୱର ଭରତପୁର ଥାନାରେ ଅଭିଯୋଗ କରିଛନ୍ତି ଛାତ୍ରୀଙ୍କ ପରିବାର ଲୋକେ । ଭରତପୁର ସ୍ଥିତ ଏକ ଶିକ୍ଷାନୁଷ୍ଠାନରେ ଏହି ଘଟଣା ଘଟିଛି । ଶିକ୍ଷକ ଜଣକ ପ୍ରଥମେ ପ୍ରେମ ନିବେଦନ କରିବା ପରେ ପାର୍କ ଯିବାକୁ ବାଧ୍ୟ କରିଥିଲେ । ଏହା ସହିତ ସ୍କୁଲ ବେଞ୍ଚରେ ଅସଭ୍ୟ ଭାଷା ଲେଖିବା ନେଇ ଅଭିଯୋଗ କରିଛନ୍ତି ଛାତ୍ରୀ ଜଣକ । ପ୍ରାୟ ମାସେ ହେବ ଶିକ୍ଷକ ଜଣକ ତାଙ୍କୁ ହଇରାଣ କରୁଥିବା କହୁଛନ୍ତି ଛାତ୍ରୀ । ଏମିତିକି ପରୀକ୍ଷାରେ ଫେଲ୍ କରେଇବାକୁ ଧମକ ଦେବା ସହ ନୋଟ୍ ବୁକ୍ ଦେଇ ପ୍ରେମ ଭିକ୍ଷା କରିଛନ୍ତି । ଖାଲି ସେତିକି ନୁହେଁ ବାଟରେ ଅଟକାଇ ଘରେ କେହି ନଥିବା ବେଳେ ଘରକୁ ଯିବାକୁ ବାଧ୍ୟ କରିଥିଲେ ସାର । ଅଭିଯୋଗ ପାଇବା ପରେ ପୋଲିସ୍ ଘଟଣାର ତଦନ୍ତ କରୁଛି । ତେବେ ଅଭିଯୋଗକୁ ନେଇ ଶିକ୍ଷକଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!