Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
March 16, 2021
in Feature News
ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ
174
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା); ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକ ବି. ସି. ହାଇସ୍କୁଲରେ ଆଜି ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇ ଯାଇଛି l ଅନୁଷ୍ଠାନିକ ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା ଏହାକୁ ଉଦଘାଟନ କରିଥିଲେ l ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର ଏହି ପ୍ରଦର୍ଶନୀ କୁ ପରିଚାଳନା କରିଥିଲେ l ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତି ବୃଦ୍ଧି କରିବା ଏହି ବିଜ୍ଞାନ ମେଳା ର ଉଦ୍ଦେଶ୍ୟ ଥିଲା l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ, ତିଳତମା ପୃଷ୍ଟି, ପ୍ରତିମା ଦେବି, କବି ଚନ୍ଦ୍ର ବରାଡ଼, ମନୋରଞ୍ଜନ ମହାରଣା, ଶତୃଘନ ପ୍ରଧାନ ପ୍ରମୁଖ ଛାତ୍ରଛାତ୍ରୀ ମାନଙ୍କୁ ଟ୍ରଫି ଦେଇ ପୁରସ୍କୃତ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ସହଯୋଗ କରିଥିଲେ l

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!