Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରିଜ ତଳକୁ ଖସିଲା ସ୍କୁଟି

by ସଞ୍ଜୟ ସ୍ୱାଇଁ
January 11, 2025
in Accident, State
ଚଢ଼ିଗଲା ହାଇୱା
65
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ବ୍ରିଜ ତଳକୁ ଖସିଲା ସ୍କୁଟି। ଏହି ଦୁର୍ଘଟଣାରେ ଆଖି ବୁଜିଲେ ଚାଳକ । ଏପରି ଏକ ଦୁର୍ଘଟଣା ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡେନ ଗାଁ ନିକଟରେ ଘଟିଛି। ମୃତକ ହେଲେ ଚନାବେଡା ଗାଁର ଭବାନୀ ଷଡ଼ଙ୍ଗୀ । ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା। ଫଳରେ ପଥରରେ ତାଙ୍କ ମୁଣ୍ଡ ପିଟି ହୋଇ ସେ ଗୁରୁତର ହୋଇଥିଲେ। ଖବର ପାଇ ପୁଲିସ୍ ପହଞ୍ଚି ତୁରନ୍ତ ତାଙ୍କୁ ଉଦ୍ଧାର କରି ତୁରେକେଲା ଡାକ୍ତରଖାନ ଆଣିଥିବା ବେଳେ ଚିକିତ୍ସିlଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । କଣ୍ଟାବାଞ୍ଜି ଡାକ୍ତରଖାନ ରେ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!