Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବରାତ୍ରରେ ଦାଣ୍ଡିଆ କାର୍ୟ୍ୟକ୍ରମ ଆୟୋଜନ କରୁଥିବା ଅଭିଯୋଗରେ ନାଇନଥ୍ ଷ୍ଟ୍ରିଟ ରେଷ୍ଟୁରାଣ୍ଟ ହଲ୍ କୁ ସିଲ୍ କଲା ବିଏମସି

by ସଞ୍ଜୟ ସ୍ୱାଇଁ
October 13, 2021
in State
ନବରାତ୍ରରେ ଦାଣ୍ଡିଆ କାର୍ୟ୍ୟକ୍ରମ ଆୟୋଜନ କରୁଥିବା ଅଭିଯୋଗରେ ନାଇନଥ୍ ଷ୍ଟ୍ରିଟ ରେଷ୍ଟୁରାଣ୍ଟ ହଲ୍ କୁ ସିଲ୍ କଲା ବିଏମସି
87
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନିକୋ ପାର୍କ ନିକଟସ୍ଥ ନାଇନଥ୍ ଷ୍ଟ୍ରିଟ ରେଷ୍ଟୁରାଣ୍ଟ ହଲ୍ କୁ ସିଲ୍ କଲା ବିଏମସି । ନବରାତ୍ରରେ ଦାଣ୍ଡିଆ କାର୍ୟ୍ୟକ୍ରମ ଆୟୋଜନ କରୁଥିବା ଅଭିଯୋଗରେ ସିଲ୍ କରିଛି ବିଏମସି । ଦାଣ୍ଡିଆ କାର୍ୟ୍ୟକ୍ରମରେ ଭାଗ ନେବାକୁ ସୋସିଆଲ ମିଡିଆରେ ଆଗୁଆ ଟିକଟ ବୁକିଂ ପାଇଁ ବିଜ୍ଞାପନ ଦେଇଥିଲା । ଅକ୍ଟୋବର ୧୩ ଏବଂ ୧୪ରେ ଦାଣ୍ଡିଆ ନାଇଟ ପାଇଁ ଆଗୁଆ ଟିକଟ ବୁକିଂ କରିଥିଲା ରେଷ୍ଟୁରାଣ୍ଟ । ସୂଚନାଯୋଗ୍ୟ, ରାଜ୍ୟ ସରକାର ପାର୍ବଣରେ କରୋନା ସଂକ୍ରମଣକୁ ରୋକିବା ନେଇ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ସଂକ୍ରମଣ ଯେପରି ନବ୍ୟାପେ ସେଥିପାଇଁ ନାଇଟ କର୍ଫ୍ୟୁ ମଧ୍ୟ ଲଗାଯାଇଛି । ବିଶେଷ କରି କଟକ ଏବଂ ଭୁବନେଶ୍ୱରରେ ନାଇଟ କର୍ଫ୍ୟୁକୁ କଡ଼ାକଡ଼ି କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!