Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଞ୍ଚିରେ ସିମ ବକ୍ସର ଗୁମର ଖୋଜୁଛି ପୋଲିସ, ଆହୁରି ୫ଟି ସିମ୍ ବକ୍ସ ଜବତ

by ସଞ୍ଜୟ ସ୍ୱାଇଁ
August 20, 2024
in Crime, State
ରାଞ୍ଚିରେ ସିମ ବକ୍ସର ଗୁମର ଖୋଜୁଛି ପୋଲିସ, ଆହୁରି ୫ଟି ସିମ୍ ବକ୍ସ ଜବତ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଞ୍ଚିରେ ସିମ୍ ବକ୍ସର ଗୁମର ଖୋଜୁଛି ପୋଲିସ । ରାଜୁ ମଣ୍ଡଳକୁ ଝାଡଖଣ୍ଡ ନେଇ ଚାଲିଛି ଖୋଳତାଡ । ସେଠାରୁ ୫ଟି ସିମ୍ ବକ୍ସ ସେଟଅପ୍ ମିଳିଥିବା ସୂଚନା ମିଳିଛି । ବାଂଲାଦେଶୀ ଅସଦୁର ଜମାନକୁ ଗିରଫ ପାଇଁ ଇଣ୍ଟରପୋଲର ସହାୟତା ନେଇଛି ପୋଲିସ । ଭୁବନେଶ୍ୱର, କଟକ ପରେ ଝାଡଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡିଛି। ଗତକାଲି କମିଶନରେଟ ପୋଲିସ ଏହି ସୂଚନା ଦେଇଥିଲା । ଏହାପରେ ତଦନ୍ତକାରୀ ଟିମ୍ ସହିତ ଅଭିଯୁକ୍ତ ରାଜୁ ମଣ୍ଡଳକୁ ଝାଡଖଣ୍ଡ ନିଆଯାଇଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଅସଦୁର ଜମାନକୁ ଗିରଫ କରିବା ପାଇଁ ଇଣ୍ଟରପୋଲର ସହାୟତା ନେଇଛି କମିଶନରେଟ ପୋଲିସ। ଭୁବନେଶ୍ୱର, କଟକରୁ ସିମ୍ ବକ୍ସ ମିଳିବା ପରେ ୫ ଦିନିଆ ପୋଲିସ ରିମାଣ୍ଡରେ ରହିଛି ରାଜୁ ମଣ୍ଡଳ। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାର୍ଡର ୨ଟି ଟିମ୍ ରାଞ୍ଚିରେ ପହଞ୍ଚିଛନ୍ତି । ଆତଙ୍କୀ ଲିଙ୍କ ତଦନ୍ତ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା ଏନଆଇଏ ମଧ୍ୟ ଆସି ଭୁବନେଶ୍ୱର ପହଞ୍ଚିବ ବୋଲି ସୂଚନା ରହିଛି। ଭୁବନେଶ୍ୱର, କଟକ ଓ ଝାଡ଼ଖଣ୍ଡରୁ ମୋଟ ୧୭ ଟି ସିମ୍ ବକ୍ସ ଜବତ କରିସାରିଲାଣି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!