Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୭ ଶହ ବଟଲ କଫସିରପ୍ ଜବତ, ୧୮ ଗିରଫ

by ସଞ୍ଜୟ ସ୍ୱାଇଁ
September 18, 2023
in Crime, State
୧୭ ଶହ ବଟଲ କଫସିରପ୍ ଜବତ, ୧୮ ଗିରଫ
74
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): କଫ୍‌ସିରପ୍ ଜବତ ହେବା ସହ ୧୮ ଅଭିଯୁକ୍ତ ଗିରଫ । ଏହାସହ ସେମାନଙ୍କ ନିକଟରୁ ବିପୁଳ ପରିମାଣର କଫ୍‌ସିରପ ବୋତଲ ବି ଜବତ ହୋଇଛି । ସେମାନଙ୍କ ମଧ୍ୟରୁ ଚାଲାଣରେ ସାମିଲ ୮ ଜଣ ଓ ବ୍ୟବସାୟ କରୁଥିବା ୧୦ ଜଣଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ । ଗତ କିଛିଦିନ ହେବ ଏଠାରେ ବେଆଇନ୍ ଭାବେ ଚାଲିଛି କଫ୍‌ସିରପ୍ କାରବାର । ତେବେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା । ଏହି ଚଢାଉରେ ପୋଲିସକୁ ସଫଳତା ମିଳିଥିଲା । ୧୭ ଶହ ବୋତଲ କଫସିରଫ ଜବତ କରିବା ସହ ବ୍ୟବହୃତ ୩ଟି ବାଇକ ଦୁଇଟି କାର ଜବତ କରିଛି ପୋଲିସ । ଘଟଣାରେ ୧୮ ଜଣ ଗିରଫ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!