Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲରାପତରିଆ ବାଘ ଚମଡା ଜବତ କଲା STF

by ସଞ୍ଜୟ ସ୍ୱାଇଁ
December 14, 2024
in Crime, State
କଲରାପତରିଆ ବାଘ ଚମଡା ଜବତ କଲା STF
23
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): କଲରାପତରିଆ ବାଘ ଚମଡା ଜବତ କଲା STF । ମନମୁଣ୍ଡା-ଶଗଡା ରାସ୍ତାର ମେହେରୁନି ବ୍ରିଜ୍ ନିକଟରେ STF ଟିମ୍ ଚଢ଼ାଉ କରିଛି । ବାଘ ଚମଡା ସହିତ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଗିରଫ ବ୍ୟକ୍ତି ଜଣକ ହେଲେ ମନମୁଣ୍ଡା ଥାନା ଅନ୍ତର୍ଗତ ପରିବନ୍ଧ ଗ୍ରାମର ନାରାୟଣ ମାଝୀ । ନାରାୟଣ ନିଜେ ଶିକାରୀ ନା ବେପାରୀ ସେ ନେଇ ତଦନ୍ତ କରୁଛି STF ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!