Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଏଏସ୍‌ ସ୍ତରରେ ଅଦଳ ବଦଳ, ବଦଳିଲେ ଢେଙ୍କାନାଳ ଏବଂ ଭଦ୍ରକ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
August 9, 2021
in State
ଆଇଏଏସ୍‌ ସ୍ତରରେ ଅଦଳ ବଦଳ, ବଦଳିଲେ ଢେଙ୍କାନାଳ ଏବଂ ଭଦ୍ରକ ଜିଲ୍ଲାପାଳ
298
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କିଛିଦନର ଅନ୍ତର ପରେ ପୁଣିଥରେ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ଓଡ଼ିଶା ସରକାର । ଭଦ୍ରକ ଜିଲ୍ଲାପାଳ ଦ୍ୱାୟିତ୍ୱରେ ଥିବା ଜ୍ଞାନରଞ୍ଜନ ଦାସଙ୍କୁ ବଦଳି କରାଯାଇ ପଞ୍ଚାୟତିରାଜ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଛନ୍ତି ସରକାର । ସେହିପରି ତାଙ୍କ ସ୍ଥାନରେ ଅର୍ଥାତ ଭଦ୍ରକ ଜିଲ୍ଲାପାଳ ଭାବେ ତ୍ରାଲୋଚନ ମାଝୀଙ୍କୁ ଦ୍ୱାୟିତ୍ୱ ଦିଆଯାଇଛି । ସେହିପରି ଢେଙ୍କାନାଳ ଜିଲ୍ଲାପାଳଙ୍କୁ ମଧ୍ୟ ବଦଳି କରାଯାଇ ପଦୋନ୍ନତି ଦିଆଯାଇଛି । ଆଇଏସ୍‌ ଭୂମେଶ୍ ବେହେରା ହେଲେ ଆୟୁଷ ନିର୍ଦ୍ଦେଶକ । ତାଙ୍କ ସ୍ଥାନରେ ଅର୍ଥାତ ଢେଙ୍କାନାଳ ଜିଲ୍ଲାପାଳ ଭାବେ ସରୋଜ କୁମାର ସେଠୀଙ୍କୁ ସରକାର ଦ୍ୱାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!