Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୋରି ବଳଦ ସହ ଗାଡ଼ି ଜବତ

by ସଞ୍ଜୟ ସ୍ୱାଇଁ
May 21, 2025
in Crime, State
ଚୋରି ବଳଦ ସହ ଗାଡ଼ି ଜବତ
42
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲ୍ଲାର ଝାଡଖଣ୍ଡ ରାଜ୍ୟ ସୀମାନ୍ତ ଗୋରୁମହିସାନି ଥାନା ଶୁଣ୍ଢଳ ଗ୍ରାମ ମଝିରେ ଚୋରି ବଳଦ ସହ ଏକ ଗାଡିକୁ ଗ୍ରାମବାସୀ ଅଟକ ରଖି ପୋଲିସକୁ ହସ୍ତାନ୍ତର କରିଛନ୍ତି । ଘଟଣା ସ୍ଥଳରୁ ଡ୍ରାଇଭର ଓ ସହଯୋଗୀ ଖସି ପଳାଇବାକୁ ସମର୍ଥ ହୋଇଥିବା ବେଳେ, ଉକ୍ତ ଗାଡିରେ ଅମାନୁଷିକ ଭାବେ ୨ଟି ବଳଦକୁ ବନ୍ଧା ହୋଇ ଥିବା ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରିଛନ୍ତି । ମାତ୍ର ଦୁଇ କିଲୋମିଟର ବାଟ ହୋଇ ଥିଲେ ମଧ୍ୟ ପୋଲିସ ଆସିବାରେ ବିଳମ୍ବ ଯୋଗୁଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଗାଡିଟି ପୋଲିସ ଜବତ କରିଥିବା ବେଳେ ଅଞ୍ଚଳରେ ପୋଲିସ ପାଟ୍ରୋଲିଂ ପାଇଁ ଜନସାଧାରଣ ଦାବି କରୁଛନ୍ତି। ସୂଚନା ମୁତାବକ, ଗୋରୁମହିସାନି ଥାନା ଶୁଣ୍ଢଳ ଗ୍ରାମ ମଝିରେ ଚୋରି ବଳଦ ସହ ଏକ ଗାଡିକୁ ଗ୍ରାମବାସୀ ଅଟକ ରଖିଥିଲେ। ଗାଡ଼ିରେ ଅମାନୁଷିକ ଭାବେ ୨ଟି ବଳଦକୁ ବନ୍ଧା ହୋଇଥିଲା । ଉଭୟ ବଳଦଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ । ହେଲେ ଏହାରି ଭିତରେ ଘଟଣା ସ୍ଥଳରୁ ଡ୍ରାଇଭର ଓ ତାର ସହଯୋଗୀ ଖସି ପଳାଇଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଆସିବାରେ ବିଳମ୍ବ ହୋଇଥିଲା । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଗାଡିଟି ପୋଲିସ ଜବତ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ପୋଲିସ ପାଟ୍ରୋଲିଂ ପାଇଁ ଜନସାଧାରଣ ଦାବି କରୁଛନ୍ତି।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!