Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ଉଦ‌ଯାପିତ

by ସଞ୍ଜୟ ସ୍ୱାଇଁ
January 28, 2025
in Nayagarh, State
ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ଉଦ‌ଯାପିତ
85
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୮ ଦିନ ବ୍ୟାପୀ ଚାଲିଥିବା ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ନିର୍ବାହୀ ଅଧୁକାରିଣୀ ଅଧ୍ୟାପିକା ରଶ୍ମିତା ନାୟକ ଙ୍କ ସଭାପତିତ୍ୱରେ ଅନୁଷ୍ଠାନର ଅଧ୍ଯକ୍ଷା ଝରଣା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାମ୍ପ୍ରତିକ ସମୟରେ ଛାତ୍ରୀମାନେ ନିଜର ସୁରକ୍ଷା ଓ ଆତ୍ମରକ୍ଷା ବିଷୟରେ ଆଲୋକପାତ କରିବା ସଙ୍ଗେ ସଙ୍ଗେ ଶିବିରର ଅଭିଙ୍ଗାତା, ଶୃଙ୍ଖଳିତ, ଓ ସାହାସୀ ହେବାକୁ ପରାମର୍ଶ ଦେଇଥିଲେ। ଏହି ଶିବିରରେ ମୁଖ୍ୟ ପ୍ରଶିକ୍ଷିକା ଭାବେ ଜ୍ୟୋତିର୍ମୟୀ ଜେନା ଏବଂ ସୋନାଲୀ ସାଥୁଆ ବିଭିନ୍ନ କୌଶଳ ଶିଖାଇଥିଲେ । ଅଧ୍ୟାପିକା ଶିବପ୍ରିୟା ଦେବୀ, ନମିତା ସାହୁ, ସ୍ବସ୍ତି ମିଶ୍ର, ଅଧ୍ୟାପକ ଜିତେନ୍ଦ୍ର କୁମାର ସିଂହ ପ୍ରମୁଖ ବାଳିକା ଆତ୍ମରକ୍ଷା ସମ୍ବନ୍ଧୀୟ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅଧ୍ୟାପକ ସିଦ୍ଧାର୍ଥ ସାହୁ ଖେଳ ଶିକ୍ଷୟତ୍ରୀ ଯୁଦ୍ଧଜିତା ପ୍ରଧାନ ଏବଂ କାର୍ଯ୍ୟଳୟ ପ୍ରମୁଖ ନକୁଳ ପ୍ରଧାନ ସହଯୋଗ ଓ ସହାୟତା ପ୍ରଦାନ କରିଥିଲେ । ଶେଷରେ ମୁଖ୍ୟ ଅତିଥ୍ ଙ୍କ ଦ୍ବାରା ସମସ୍ତ ଛାତ୍ରୀ ମାନଙ୍କୁ ମାନପାତ୍ର ବଣ୍ଟନ କରିଯାଇଥିଲା । ଅଧ୍ୟାପିକା ସବିତା ମଞ୍ଜରି ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!