Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେଲ୍‌ଫି ନେବା ହେଲା କାଳ; ପାଣିରେ ବୁଡି ଜଣେ ମୃତ

by ସଞ୍ଜୟ ସ୍ୱାଇଁ
June 6, 2021
in Accident, State
ସେଲ୍‌ଫି ନେବା ହେଲା କାଳ; ପାଣିରେ ବୁଡି ଜଣେ ମୃତ
174
VIEWS
Share on FacebookShare on Twitter

ରାଉରକେଲା,(ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ କାଂଶବାହାଲ ଡ୍ୟାମ ନିକଟରେରେ ସେଲ୍‌ଫି ନେବା ବେଳେ ପାଣିରେ ପଡିଯାଇ ବୁଡି ଯିବା ଫଳରେ ଜଣେ ଯୁବକ ମୃତ୍ୟ ବରଣ କରିଥିବା ବେଳେ ଅନ୍ୟ ଜଣେ ଯୁବକ ନିଖୋଜ ଅଛନ୍ତି । ନିଖୋଜ ଯୁବକଙ୍କୁ ସ୍ଥାନୀୟ ଲୋକ ଏବଂ ଫାୟାର ବ୍ରିଗେଡ଼ ଖୋଜାଖୋଜି କରୁଛନ୍ତି । ମୃତକ ଜଣକ ହେଲେ ବାସନ୍ତି କଲୋନିର ପ୍ରମୋଦ ପରିଡା (୩୫) ଓ ନିଖୋକ ଜଣେ ହେଲେ ଡିଏଭି ଗଳି ବ୍ରହ୍ମପୁର ବସ୍ତିର ସୁମନ୍ତ ଦେ (୨୫) l ସୂଚନାଯୋଗ୍ୟ ଯେ ରବିବାର ଦିନ ରାଉରକେଲାର ପାଞ୍ଚ ଜଣ ଯୁବକ କାଂଶବାହାଲ ଡ୍ୟାମ ବୁଲିବାକୁ ଯାଇଥିଲେ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଡ୍ୟାମ କୂଳରେ ସେଲ୍‌ଫି ନେଉଥିବା ବେଳେ ଦୁଇ ଜଣ ପାଣିରେ ପଡିଯାଇଥିଲେ । ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ହସ୍ପିଟାଲ ପଠାଇଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଜଣେ ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛିl

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!