Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

by ସଞ୍ଜୟ ସ୍ୱାଇଁ
April 23, 2026
in Nayagarh
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା
93
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭାରତ ସରକାରଙ୍କ ଜନ ଗଣନା କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରଥମ ପର୍ଯ୍ୟାୟରେ ଗୃହ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଚଳିତ ମାସ ୧୬ ତାରିଖରୁ ଆରମ୍ଭ ହୋଇଥିବା ଗୃହ ଗଣନା କାର୍ଯ୍ୟ ଆସନ୍ତା ମାସ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ନୟାଗଡ଼ ପୌର ପରିଷଦ ଅଞ୍ଚଳ ଅନ୍ତର୍ଗତ ୧୬ଟି ୱାର୍ଡ଼ରେ ଗୃହ ଗଣନା କାର୍ଯ୍ୟ ଚାଲିଛି। ଗୃହ ଗଣନା କାର୍ଯ୍ୟ ପାଇଁ ୧୬ ଟି ୱାର୍ଡ଼ କୁ ୫୮ଟି ଗୃହ ତାଲିକା ବ୍ଲକରେ ବିଭକ୍ତ କରାଯାଇ ୫୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗଣନାକାରୀ ଭାବେ ନିୟୋଜିତ କରାଯାଇଛି । ଏହା ସହିତ ୧୮ଜଣ ଗଣନାକାରୀଙ୍କୁ ରିଜର୍ଭ ଭାବେ ରଖାଯାଇଛି।ଗଣନାକାରୀ ମାନଙ୍କ କାର୍ଯ୍ୟକୁ ତଦାରଖ କରିବା ପାଇଁ ୧୧ଜଣ ଶିକ୍ଷକ ଶିକ୍ଷୟିତ୍ରୀ ସୁପରଭାଇଜର ଭାବେ କାର୍ଯ୍ୟ କରୁଛନ୍ତି। ଏଥର ଜନଗଣନାର ସବୁଠାରୁ ବଡ଼ ବିଶେଷତ୍ୱ ହେଉଛି ଏହା ସମ୍ପୂର୍ଣ୍ଣ ଭାବେ ଡିଜିଟାଲ୍ ପଦ୍ଧତି | ପ୍ରଥମ ଥର ପାଇଁ କାଗଜ କଲମ ପରିବର୍ତ୍ତେ ମୋବାଇଲ୍ ଆପ୍ ମାଧ୍ୟମରେ ତଥ୍ୟ ସଂଗ୍ରହ କରାଯାଉଛି, ଯାହାଦ୍ୱାରା ତଥ୍ୟ ଶୀଘ୍ର ଏବଂ ସଠିକ୍ ଭାବେ ଉପଲବ୍ଧ ହୋଇପାରିବ। ପ୍ରଶ୍ନବଳୀ ଓ ତଥ୍ୟ ସଂଗ୍ରହ ଗଣନାକାରୀ ମାନେ ଘରକୁ ଘର ବୁଲି ପରିବାରର ସଦସ୍ୟଙ୍କ ସଂଖ୍ୟା, ଶିକ୍ଷା, ବୃତ୍ତି, ବାସଗୃହର ସୁବିଧା ଯଥା- ପାନୀୟ ଜଳ, ବିଦ୍ୟୁତ, ଶୌଚାଳୟ ଏବଂ ବ୍ୟବହାର କରୁଥିବା ଗାଡ଼ି ବା ଅନ୍ୟାନ୍ୟ ସାମଗ୍ରୀ ବିଷୟରେ ସୂଚନା ନେଉଛନ୍ତି। ଜନଗଣନାର ପ୍ରଥମ ପର୍ଯ୍ୟାୟ ଗୃହଗଣନା କାର୍ଯ୍ୟ ଆସନ୍ତା ମାସ ୧୫ ତାରିଖରେ ଶେଷ ହେବାକୁ ଥିବା ବେଳେ ୨୦୨୭ ମସିହା ଫେବୃଆରୀ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!