Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ୍ବଗଡ଼ିଆ ଛକରେ ସିରିଜ୍ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
February 13, 2025
in Accident, State
ଆମ୍ବଗଡ଼ିଆ ଛକରେ ସିରିଜ୍ ଦୁର୍ଘଟଣା
49
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଆନନ୍ଦପୁର-ଭଦ୍ରକ ରାସ୍ତାର ଆମ୍ବଗଡ଼ିଆ ଛକ ନିକଟରେ ଦୁର୍ଘଟଣା । ସିରିଜ୍‌ ଦୁର୍ଘଟଣା ଘଟାଇ ଫେରାରା ମାରିଛି କାର୍ । ଯାହାଫଳରେ ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଆନନ୍ଦପୁର -ଭଦ୍ରକ ରାସ୍ତାର ଆମ୍ବଗଡିଆ ଛକ ଠାରେ ଏକ କାର୍‌ ଜଣେ ବାଇକ୍ ଆରୋହୀ ଙ୍କୁ ଧକ୍କା ଦେଇଥିଲା, ଏହା ପରେ ରାସ୍ତାରେ ଚାଲି ଯାଉଥିବା ୨ ମହିଳାଙ୍କୁ ଧକ୍କା ଦେଇ ଭଦ୍ରକ ଅଭିମୁଖେ ଦୃତଗତିରେ ପଳାଇଥିଲା । ତେବେ ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମହିଳା ଓ ବାଇକ୍‌ ଆରୋହୀ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ଆମ୍ବଗଡିଆ ଗାଁର ସାଧବ ଜେନା ଓ ଆହତ ମହିଳା କୁମୁଦିନି ଜେନା ହୋଇଥିବା ବେଳେ ବାଇକ ଆରୋହୀଙ୍କ ଜଣଙ୍କ ଦଧିବାମନପୁର ଗାଁର ବ୍ୟାଙ୍କ କର୍ମଚାରୀ ତପନ ଜେନା ହୋଇଥିବା ଜଣାପଡିଛି । ସେପଟେ ଖବର ପାଇ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!