Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
January 13, 2025
in Accident, State
ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା। ଆଗରେ ଯାଉଥିବା ସ୍କୁଟି ଚାଳକ ବ୍ରେକ ମରି ଦେବାରୁ ପଛକୁ ପଛ ପିଟି ହେଲା ୩ଟି କାର୍। କାର ଗୁଡ଼ିକର ବୋନେଟ୍ ଭାଙ୍ଗି ଯାଇଥିବା ବେଳେ କେହି ଆହତ ହୋଇ ନଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଘଣଟଣାସ୍ଥଳରେ ଚାପାଉତ୍ତେଜନା ଦେଖା ଦେଇଥିଲା। ଏନେଇ ଚନ୍ଦ୍ରଶେଖରପୁର ପୋଲିସ ସୂଚନା ଦିଆଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାଇ, ସୋମାବାର ଦିନ ପ୍ରାୟ ୧୧ଟା ବେଳେ ଡମାଣ ଛକ ନିକଟରେ ଜଣେ ସ୍ଥାନୀୟ ସ୍କୁଟି ଚାଳକ ବ୍ରେକ୍ ମାରିଥିଲେ। ଫଳରେ ପଛରୁ ଆସୁଥିବା କାର୍ ଚାଳକ ସ୍କୁଟି ଚାଳକଙ୍କୁ ବଞ୍ଚାଇବାକୁ ଯାଇକ ବ୍ରେକ୍ ମାରିଥିଲେ। ଦୁର୍ଘଟଣା ସ୍କୁଟି ସାମନ୍ୟ ଭାଙ୍ଗି ଯାଇଥିବା ବେଳେ କାର ପଛରୁ ଆସୁଥିବା ଆଉ ଦୁଇଟି କାର ପଛକୁ ପଛ ଧକ୍କା ହୋଇଥିଲା। ଫଳରେ ତିନିଟି କାର ବୋନେଟ୍ ଭାଙ୍ଗିଯାଇଥିବା ଜଣାପଡିଛି। ତେବେ ଦୁର୍ଘଟଣାରେ କେହି ଆହତ ହୋଇନାହାନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!