Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍‌

by ସଞ୍ଜୟ ସ୍ୱାଇଁ
February 27, 2024
in Crime, State
ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍‌
58
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପୋଲିସ ରେଡ଼ ପୂର୍ବରୁ ଖସିଗଲେ ସମସ୍ତେ । ତାଲା ଭାଙ୍ଗିବା ପରେ ମିଳିଲା ବିଛଣା ସହ ଟାଵଲେଟ ଓ ଅନ୍ୟ ଆପତ୍ତିଜନକ ସାମଗ୍ରୀ । ଭଦ୍ରକ ସହରର ବନ୍ତ ଛକ ନିକଟରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି । ଖବର ଅନୁଯାୟୀ, ବନ୍ତ ଛକ ନିକଟରେ ଏକ ଘରେ ସେକ୍ସ ରାକେଟ ଚାଲୁଥିବା ନେଇ ପୋଲିସକୁ ଖବର ମିଳିଥିଲା । ଭଦ୍ରକ ଟାଉନ ପୋଲିସ ଓ ଅନ୍ୟ ଅଧିକାରୀଙ୍କୁ ନେଇ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଘର ବାହାର ପଟୁ ତାଲା ପଡିଥିଲା ।

ତେବେ ସ୍ଥାନୀୟ ଲୋକେ କହିଥିଲେ ଯେ ଏହି ସ୍ଥାନରୁ କିଛି ଯୁବକ- ଯୁବତୀ କିଛି ସମୟ ପୂର୍ବରୁ ପଳାଇଥିଲେ । ତେବେ ଘରର ମାଲିକ ବାହାରେ ରହିଥିବାରୁ ଘର ଭଡା ଦିଆଯାଇଥିଲା । ତେବେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଘରର ତାଲା ଭଙ୍ଗା ଯାଇଥିଲା । ଏହାପରେ ଘର ସର୍ଚ୍ଚ ବେଳେ ବିଛଣା, ଟାଵଲେଟ ଓ ଅନ୍ୟ କିଛି ଆପତ୍ତିଜନକ ସାମଗ୍ରୀ ପୋଲିସକୁ ମିଳିଛି । ସେପଟେ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ପୋଲିସ । ଘର ମାଲିକ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!